କିଛିଦିନ ତଳେ ଲଗାତାର ହୁ ହୁ ହୋଇ ବଢ଼ୁଥିଲା ସୁନାଦର । ଗହଣା ପ୍ରିୟ ଭାରତୀୟଙ୍କର ଜୀବନ ନେଇ ଯାଇଥିଲା ସୁନାଦର ।
ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍-୨୦୨୪-୨୫। ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।
ପିଏମ୍ ଆବାସ ଯୋଜନା ଅଧୀନରେ ୩ କୋଟି ଅତିରିକ୍ତ ଗୃହ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି ସରକାର । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ନିର୍ମାଣ ନେଇ ବଡ଼ ଘୋଷଣ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।
ଲୋକସଭାରେ ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍ । ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଉପସ୍ଥାପିତ ହେଲା ବଜେଟ୍-୨୦୨୪। ଏହା ଏନଡିଏ ସରକାରର ତୃତୀୟ ପାଳିର ପ୍ରଥମପୂର୍ଣ୍ଣାଙ୍ଗ ବଜେଟ୍। ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ।
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ
ମୋଦି ସରକାରର ତୃତୀୟପାଳିର ପ୍ରଥମ ବଜେଟ୍ ରୁ ଏମିତି କିଛି ଆଶା ରଖିଛି ଶିଳ୍ପ ଜଗତ। ବଜେଟରୁ ବଡ଼ ଆଶା ରଖିଛି ପର୍ଯ୍ୟଟନ କ୍ଷେତ୍ର।
ଆସନ୍ତାକାଲି ଦିନ ୧୧ଟାରେ ସଂସଦରେ ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖିବେ ଅର୍ଥମନ୍ତ୍ରୀ। ଫୋକସରେ ରହିବ ଯୁବ ବର୍ଗଙ୍କ ପାଇଁ ଅଧିକ ରୋଜଗାର ସୃଷ୍ଟି।
ଆସନ୍ତାକାଲି ଦିନ ୧୧ଟାରେ ସଂସଦରେ ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖିବେ ଅର୍ଥମନ୍ତ୍ରୀ। ଫୋକସରେ ରହିବ ଯୁବ ବର୍ଗଙ୍କ ପାଇଁ ଅଧିକ ରୋଜଗାର ସୃଷ୍ଟି।
ଟିକସ ଆଶ୍ୱସ୍ତିଠାରୁ ଆରମ୍ଭ କରି ଆୟୁଷ୍ମାନ ଯୋଜନା ପର୍ଯ୍ୟନ୍ତ, ବିଭିନ୍ନ କ୍ଷେତ୍ରରେ ବଜେଟରୁ ଅନେକ କିଛି ଆଶା କରାଯାଉଛି ।
୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ସଂସଦରେ ସର୍ବାଧିକ ସପ୍ତମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ସଂସଦରେ ସର୍ବାଧିକ ସପ୍ତମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ବଜେଟ୍ ଅଧିବେଶନ ପୂର୍ବରୁ ବସିସାରିଛି ସର୍ବଦଳୀୟ ବୈଠକ। କାଲି ଉପସ୍ଥାପନ ହେବ ଇକୋନୋମିକ ସର୍ଭେ ରିପୋର୍ଟ-୨୦୨୪।
ବିଦେଶ ଗସ୍ତରୁ ଫେରିବା ପରେ ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରେ ବଜେଟ ପ୍ରସଙ୍ଗରେ ବୈଠକ କରିଛନ୍ତି । ଏହି ବୈଠକରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଥିଲେ ।
NPS ଅନୁସାରେ କେନ୍ଦ୍ର ସରକାରଙ୍କ ଅଧୀନରେ କାମ କରୁଥିବା କର୍ମଚାରୀଙ୍କୁ ସେମାନଙ୍କ ଶେଷ ଦରମାର ୫୦ ପ୍ରତିଶତ ଅର୍ଥ ପେନସନ ଆକାରରେ ମିଳିବ।
ଚଳିତ ବଜେଟ୍ ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ତାରିଖ ଯାଏ ଚାଲିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ବଜେଟ୍ ଅଧିବେଶନ ବିଷୟରେ ସୂଚନା ଦେଇଛନ୍ତି ।
ଦେଶର ବଜେଟ୍ରୁ ଲୋକମାନେ ଅନେକ କିଛି ଆଶା ବି କରନ୍ତି। ସେ ଧନୀ ହେଉ କି ଗରିବ, ମଧ୍ୟବିତ୍ତ ହେଉ କି କୃଷକ, ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ସରକାର ସେମାନଙ୍କ ପାଇଁ ବଜେଟରେ କ’ଣ ରଖିଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ଭାରତର ପ୍ରଥମ ବଜେଟ୍ କିଏ କରିଥିଲେ?
ବଜେଟ୍ ଉପସ୍ଥାପନା ପୂର୍ବରୁ, ଲୋକଙ୍କ ମନରେ ବଜେଟ୍ ସହିତ ଜଡିତ ଅନେକ ପ୍ରକାରର ପ୍ରଶ୍ନ ଉଙ୍କିମାରେ। ଯେପରିକି ବଜେଟ୍ କ’ଣ, ବଜେଟର ଅର୍ଥ କ’ଣ, ବଜେଟ୍ କେତେ ପ୍ରକାରର ଇତ୍ୟାଦି? ଆପଣ ଯଦି ଏ ବିଷରେ ଜାଣିବାକୁ ଇଚ୍ଛୁକ ତେବେ ଆସନ୍ତୁ ବଜେଟ୍ ସହିତ ଜଡିତ ସମ୍ପୂର୍ଣ୍ଣ ସୂଚନା ଜାଣିନେବା
ମୋରାଜୀ ଦେଶାଇ ସର୍ବାଧିକ ସଂଖ୍ୟକ ବଜେଟ୍ ଉପସ୍ଥାପନ କରିବାର ରେକର୍ଡ କରିଛନ୍ତି। ୧୯୬୨-୬୯ମଧ୍ୟରେ ମୋଟ ୧୦ଟି ବଜେଟ ଉପସ୍ଥାପନ କରିଥିଲେ। ସେଥିମଧ୍ୟରୁ ୮ଟି ପୂର୍ଣ୍ଣ ବଜେଟ୍ ଏବଂ ଦୁଇଟି ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଥିଲା।
ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। ଏଣେ ଦିନକ ପରେ ନିଜର ଷଷ୍ଠ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ତେବେ ନିର୍ବାଚନ ବର୍ଷ ହୋଇଥିବାରୁ ଏହା ହେବ କାମଚଳା ବଜେଟ୍। ତେଣୁ ନିର୍ମଳାଙ୍କ ପାଇଁ ଏ ବଜେଟ ପ୍ରସ୍ତୁତ କରିବା ନିଶ୍ଚୟ ଚ୍ୟାଲେଜିଂ ରହିବ। କାରଣ ସାଧାରଣ ଲୋକ ଓ ଯୁବଗୋଷ୍ଠୀ ତାଙ୍କଠାରୁ ଅନେକ ଆଶା ରଖିଛନ୍ତି।
ଆଗକୁ ସାଧାରଣ ନିର୍ବାଚନ। ଏଣୁ କାମଚଳା ହେଲେ ମଧ୍ୟ ବଜେଟ ଲୋକାଭିମୁଖୀ ହେବା ଆଶା କରାଯାଉଛି।
ଫେବ୍ରୁଆରୀ ପହିଲାରେ ସାଧାରଣ ବଜେଟ୍। ମୋଦୀ ସରକାର ଦ୍ୱିତୀୟ ପାଳିର ଶେଷ କିନ୍ତୁ କାମଚଳା ବଜେଟ୍ । ଲଗାତର ଷଷ୍ଠ ଥର ପାଇଁ ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ରାଜ୍ୟ ସରକାର ମାଗିଥିଲେ ୮ ହଜାର ୪୦୦ କୋଟି, କେନ୍ଦ୍ର ସରକାର ଅଜାଡ଼ି ଦେଲେ ୧୦ ହଜାର ୧୨ କୋଟି ।
ଅଦାନୀ ପ୍ରସଙ୍ଗରେ ଆସନ୍ତା ସୋମବାର କଂଗ୍ରେସ ଦେଶବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି।