ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ମେଡାଲ୍ ଘୋଷଣା ହୋଇଛି। ଦେଶର ମୋଟ୍ ୧୫୧ ପୋଲିସ ଅଫିସରଙ୍କୁ ପଦକ ମିଳିବ।