• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Union Minister Dharmendra Pradhan

Naba Das
ନବ ହତ୍ୟାକାଣ୍ଡକୁ ନେଇ ରାଜନୀତି ! ମୁଖ୍ୟମନ୍ତ୍ରୀ ସୁରକ୍ଷିତ ତ ? ସନ୍ଦେହରେ BJD ନେତା ଦେବାଶିଷ..

ମନ୍ତ୍ରୀ ନବ ଦାସଙ୍କୁ ହତ୍ୟାର ୭ ଦିନ ପରେ ବି ତଦନ୍ତକାରୀ ସଂସ୍ଥାର ହାତ ଖାଲି । ଗୃହ ବିଭାଗ ଅଧିନରେ ଥିବା ଜଣେ ପୋଲିସ୍ ଅଧିକାରୀ ସର୍ବ ସମ୍ମୁଖରେ ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ଗୁଳି କରି ମାରିଲେ । ହେଲେ କାହିଁକି ମାରିଲେ ଏଯାଏଁ ସେ ଉତ୍ତର ପାଉନି କ୍ରାଇମ୍‌ବ୍ରାଞ୍ଚ । ଯାହାକୁ ନେଇ ବିରୋଧୀଙ୍କ ସିଧା ନିଶାନାରେ ଗୃହବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Odisha Going Bengal Way In Violence says Dharmendra Pradhan
ରାଜ୍ୟରେ ବଢୁଥିବା ହିଂସାକୁ ନେଇ ଧର୍ମେନ୍ଦ୍ରଙ୍କ ତୀବ୍ର ନିନ୍ଦା, କହିଲେ- ପଶ୍ଚିମବଙ୍ଗ ରାସ୍ତାରେ ଗତି କରୁଛି ଓଡ଼ିଶା

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ଚଢ଼ାଇବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୋଲିସର ତଦନ୍ତ ପ୍ରକ୍ରିୟା ଜନମାନସରେ ସନ୍ଦେହ ସୃଷ୍ଟି କରୁଛି ବୋଲି ସେ କହିଛନ୍ତି।

Dharmendra Pradhan
ଖୁବଶୀଘ୍ର ଓଡ଼ିଶାକୁ ମିଳିବ ରୁଷାର ବକେୟା ଅର୍ଥ: ଧର୍ମେନ୍ଦ୍ର

ଖୁବଶୀଘ୍ର ଓଡ଼ିଶାକୁ ମିଳିବ ରୁଷାର ବକେୟା ଅର୍ଥ । ରାଜ୍ୟରେ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗର ସ୍ଥିତିି ନେଇ ଆଜି ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହ ଜାତୀୟ ଶିକ୍ଷାନୀତି ଉପରେ ମଧ୍ୟ ଆଲୋଚନା ହୋଇଛି ।