ଘଣ୍ଟ ବାଡ଼େଇ ପ୍ରତିବାଦ... ବ୍ରହ୍ମପୁର ସହରର ବିଭିନ୍ନ ସମସ୍ୟା ଓ ତାର ସମାଧାନ ଦାବି କରି ଘଣ୍ଟ ପିଟି ପିଟି ପ୍ରଶାସନକୁ ଚେତେଇ ଦେଇଛି ମାନବ ଅଧିକାର ସୁରକ୍ଷା ମଞ୍ଚ । ଆଜି ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ପ୍ରଦାନ କରିଛନ୍ତି।
ଉତ୍ତରପ୍ରଦେଶର ଗୋରଖପୁର ଜିଲ୍ଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମହିଳାଙ୍କ ଅନୈତିକ ସମ୍ପର୍କ ଥିବା ଜଣାପଡ଼ିବା ପରେ ଇଲେକ୍ଟ୍ରିକ୍ ପୋଲ ଉପରକୁ ଚଢି ଯାଇଥିଲେ ।
କାଦୁଅ ପଚ ପଚ ରାସ୍ତାରେ ଯିବା ଆସିବା ଅସମ୍ଭବ..ଭିତ୍ତିପ୍ରସ୍ତର ସ୍ଥାପନର ୩ ମାସ ପରେ ବି କାମ ନାହିଁ
ସିଏମସି କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଥିଲେ ସୁଭାଷ ସଂଗଠନର ସଦସ୍ୟ । ଘଟଣାକୁ ନେଇ ପୋଲିସ ସହ କର୍ମକର୍ତ୍ତାଙ୍କ ମୁହାଁମୁହିଁ ହୋଇଥିଲା । ଦିନକୁ ଦିନ ରାସ୍ତାରେ ଧୂଳିମୟ ପରିବେଶକୁ ନେଇ କଟକ ବାସିନ୍ଦାଙ୍କ ଅସନ୍ତୋଷ ବଢିବାରେ ଲାଗିଛି ।
ବିପର୍ଯ୍ୟସ୍ତ ହୋଇପଡ଼ିଥିବା ରାସ୍ତାର ମରାମତି କରିବାକୁ ଦାବି କରି ବ୍ୟକ୍ତି ଜଣଙ୍କ ଏଭଳି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି। ପ୍ରତିବାଦ କରିଥିବା ସମ୍ପୃକ୍ତ ବ୍ୟକ୍ତି ହେଉଛନ୍ତି ସମାଜସେବୀ ନିତ୍ୟାନନ୍ଦ ଓଲାକାଡ଼ୁ।
ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିନଥିବାରୁ ବିଧାୟକଙ୍କୁ ହଟହଟା କଲେ ସାଧାରଣ ଲୋକେ। ବାଉଁଶରେ ପ୍ରତୀକାତ୍ମକ ମୋବାଇଲ୍ ଟାଓ୍ୱାର କରି ଉଦ୍ଘାଟନ ପାଇଁ ନିମନ୍ତ୍ରଣ କରି ଅଭିନବ ଉପାୟରେ ପ୍ରତିବାଦ ଜଣାଇଛନ୍ତି ଗାଁ ଲୋକେ।