• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Unlock Guidelines

technical institutions will reopen
୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ; କ’ଣ ରହିଛି କଟକଣା ଜାଣନ୍ତୁ

ଶିକ୍ଷାନୁଷ୍ଠାନ ଖୋଲିବା ନେଇ ବଡ ଘୋଷଣା କଲେ ସରକାର।  କୋଭିଡ ମହାମାରୀ ପାଇଁ ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ।  

odia Jatra
ଅଗଷ୍ଟରେ କଣ ରହିବ ଖୋଲା, କଣ ହେବ ବନ୍ଦ; ଜାଣନ୍ତୁ

ରାଜ୍ୟର ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ।  ଏଣିକି ରାସ୍ତା କଡ଼ ଦୋକାନରେ ଲୋକେ  ଖାଇ ପାରିବେ। ରାଜ୍ୟରେ ସାପ୍ତାହିକ ହାଟ ଖୋଲିବାକୁ ମଧ୍ୟ ଅନୁମତି ଦିଆଯାଇଛି। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଖୋଲାଯାଇ ପାରିବ। ମ୍ୟୁଜିୟମ, ପର୍ଯ୍ୟଟନ ସ୍ଥାନ ଖୋଲାଯାଇ ପାରିବ ବୋଲି SRC କହିଛନ୍ତି।

Unlock Guideline
ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା

ରାଜ୍ୟ ସରକାର ଜାରି କରିଥିବା କରୋନା କଟକଣା ଆଜି ସରୁଥିବାରୁ ଅଗଷ୍ଟ ପାଇଁ ଆଜି ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ସରକାର।  ମେ ୫ ରୁ ଲକ୍‌ଡାଉନ୍ ଘୋଷଣା କରାଯାଇଥିଲା। ଏହାର ୨ ମାସ ପରେ ଅନଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। 

DMET chief CBK Mohanty
ତରବରିଆ ଅନଲକ୍‌ ନିଷ୍ପତ୍ତି ନେଲେ ବଢିବ ବିପଦ: ଡିଏମ୍‌ଇଟି

ଦେଶରେ ଯଦି କେଉଁଠି ବଢୁଛି ତେବେ ଏହା ତୃତୀୟ ଲହର ଲକ୍ଷଣ ବୋଲି ଧରାଯିବ । କାରଣ ପ୍ରତି ପାଣ୍ଡେମିକରେ ଏମିତି ଦେଖାଯାଇଛି ।  ଯଦି ସେମିତି ଆବଶ୍ୟକ ନ ହୁଏ ତେବେ ଅନଲକ ହେବ ନାହିଁ ବୋଲି ସେ କହିଛନ୍ତି। 

Unlock
ଅନ୍‌ଲକ୍‌ ଗାଇଡ୍‌ଲାଇନ୍‌, ବିୟୁଟି ପାର୍ଲର-ସ୍ପା-ଜିମ୍-ସେଲୁନ୍ ଖୋଲିବାକୁ ମିଳିଲା ଅନୁମତି

ଆସିଛି ଜୁଲାଇ ମାସ ପାଇଁ ନୂଆ ଗାଇଡଲାଇନ୍ ।  ଅଗଷ୍ଟ ୧ ଯାଏଁ  ସାରା ରାଜ୍ୟରେ ଆଂଶିକ ଲକଡାଉନ ଜାରି ରହିବ । ତେବେ ଏହି ସମୟରେ ସବୁଠୁ ବଡ଼ କଥା ହେଲା, ରାଜ୍ୟରେ ପାର୍କ, ମଲ୍, ସିନେମା ହଲ୍ ଖୋଲିବ ନାହିଁ ।

lockdown
ଅଗଷ୍ଟ ୧ ଯାଏ ବଢ଼ିଲା ଓଡ଼ିଶାରେ ଆଂଶିକ ଲକ୍‌ଡାଉନ୍‌

ଭୁବନେଶ୍ୱର: ରାଜ୍ୟରେ ଅଗଷ୍ଟ ୧ ଯାଏ ଆଂଶିକ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି। ଏନେଇ ଆଜି ମୁଖ୍ୟ ସଚିବ ଘୋଷଣା କରିଛନ୍ତି।