ଡହଡହ ଖରାରେ ଜୀବନ ଡହଳ ବିକଳ। ନା ଘରେ ରହି ହେଉଛି ନା ବାହାରେ। ତା ସାଙ୍ଗକୁ ପୁଣି ବେଡ଼ି ଉପରେ କୋରଡ଼ା ମାଡ଼ କରୁଛି ଘନଘନ ବିଜୁଳି କାଟ।
ପ୍ରଶ୍ନ, ବିଦ୍ୟୁତ୍ ବଳକା ରାଜ୍ୟ ହେବା ସତ୍ତ୍ୱେ କାହିଁକି ବିଜୁଳି କାଟ୍ ହେଉଛି ?