• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Unseasonal Rain In Odisha

Weather
ବର୍ଷା ଉଜାଡ଼ି ଦେଲା ବର୍ଷକର ଦାନାପାଣି

ଅମଳ ବେଳେ ଅଦିନିଆ ବର୍ଷା ଉଜାଡ଼ି ଦେଇଛି ଚାଷୀର ବର୍ଷକର ଦାନାପାଣି । କଟା ହୋଇଥିବା ଧାନ, ନା ମଣ୍ଡିକୁ ଯାଇପାରିଛି ନା ଖଳାକୁ। କ୍ଷେତ ମଝିରେ ପଡ଼ି ସୁନାର ଫସଲ ବରବାଦ୍ ହୋଇଛି ।