ହତ୍ୟାକାରୀଙ୍କୁ ଧରାଇଦେଲା ୟୁପିଆଇ ପେମେଣ୍ଟ ପ୍ରମାଣ। ମାତ୍ର ୩୦ ଘଣ୍ଟାରେ ୪ ଜିଲ୍ଲା ଆଉ ୨ ରାଜ୍ୟ ପୋଲିସର ଘନାଘନ ଚଢାଉ ପରେ ଧରାପଡ଼ିଲେ ସବୁ ଅଭିଯୁକ୍ତ।
ହତ୍ୟାକାରୀଙ୍କୁ ଧରାଇଦେଲା ୟୁପିଆଇ ପେମେଣ୍ଟ ପ୍ରମାଣ। ମାତ୍ର ୩୦ ଘଣ୍ଟାରେ ୪ ଜିଲ୍ଲା ଆଉ ୨ ରାଜ୍ୟ ପୋଲିସର ଘନାଘନ ଚଢାଉ ପରେ ଧରାପଡ଼ିଲେ ସବୁ ଅଭିଯୁକ୍ତ।
ପେଟିଏମ୍ ୟୁପିଆଇ ଲାଇଟ୍(Paytm UPI LITE) ଏକ ନୂଆ ଫିଚର ଆଣିଛି। ମାତ୍ର ଗୋଟିଏ କ୍ଲିକ୍ରେ ଆପଣ ବିନା ୟୁପିଆଇ ପିନ୍ ନମ୍ବର ଦେଇ ୨୦୦ ଟଙ୍କା ପର୍ଯ୍ୟନ୍ତ ଟ୍ରାଞ୍ଜାକ୍ସନ କରିପାରିବେ।
ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ କରିବା ଲାଗି ସରକାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଡିଜିଟାଲ୍ ପେମେଣ୍ଟକୁ ଅଧିକ ପ୍ରୋତ୍ସାହନ ଦେବା ଲାଗି ମନ୍ତ୍ରାଳୟ ପକ୍ଷରୁ ଚଳିତ ବର୍ଷ ସହାୟତା ଘୋଷଣା କରାଯାଇଥିଲା।