କେନ୍ଦ୍ର ସରକାରରେ ଚାକିରି କରିବାକୁ ଅପେକ୍ଷା କରିଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ଏନେଇ ବିଜ୍ଞପ୍ତି ବାହାର କରିଛି।