ଲିଣ୍ଡା ମ୍ୟାକମୋହନଙ୍କୁ ଶିକ୍ଷା ସଚିବ ଭାବରେ ନିଯୁକ୍ତ କରିଛନ୍ତି ଟ୍ରମ୍ପ। ଟ୍ରମ୍ପ ଏକ ବିବୃତ୍ତିରେ ମ୍ୟାକମୋହନଙ୍କ କାର୍ଯ୍ୟକୁ ପ୍ରଶଂସା କରି କହିଛନ୍ତି ଯେ, ସେ ଆମେରିକାର ପିତାମାତାଙ୍କ ଅଧିକାର ପାଇଁ କାର୍ଯ୍ୟ କରିବେ।
ତୁଳସୀ ଡେମୋକ୍ରାଟ୍ ପାର୍ଟିରୁ ଅଲଗା ହୋଇ ନିର୍ବାଚନ ସମୟରେ ରିପବ୍ଲିକାନ୍ ପାର୍ଟିରେ ଯୋଗ ଦେଇଥିଲେ। ନିର୍ବାଚନ ବିତର୍କରେ ହାରିସଙ୍କୁ ପରାସ୍ତ କରିବାକୁ ଟ୍ରମ୍ପ ତୁଳସୀଙ୍କ ସହାୟତା ମଧ୍ୟ ଲୋଡ଼ିଥିଲେ।
କମଳାଙ୍କ ଆଗାମୀ କାର୍ଯ୍ୟପନ୍ଥା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନିର୍ବାଚନ ହାରିବା ପରେ ଏବେ କଣ କରିବେ କମଳା ? କଣ ରହିଛି ତାଙ୍କର ଆଗାମୀ ରଣନୀତି ସେ ନେଇ ଆଲୋଚନା ହେଉଛି।
କିଏ ଯିବେ ହ୍ୱାଇଟ ହାଉସ । ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ବଢୁଛି ଉତ୍କଣ୍ଠା ।
ମୈଦାନରେ ୨ ପ୍ରତିଦ୍ୱନ୍ଦ୍ୱୀଙ୍କ ଘମାଘୋଟ ଲଢ଼େଇ। ଉପରାଷ୍ଟ୍ରପତି କମଲା ହାରିସ୍ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଟକ୍କର।