• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Us

Joe Baiden
କରୋନାର ବୁଷ୍ଟର ଡୋଜ ନେଲେ ବାଇଡେନ

ରାଷ୍ଟ୍ରପତି ବାଇଡେନ ସୋମବାର ଭାକ୍ସିନର ତୃତୀୟ ଡୋଜ ନେଇଛନ୍ତି। ଏପରିକି ଭାକ୍ସିନ ନେବାକୁ ରାଜି ହେଉ ନ ଥିବା ବ୍ୟକ୍ତିଙ୍କୁ ସମାଲୋଚନା କରି କହିଛନ୍ତି, ଯେଉଁମାନେ ଭାକ୍ସିନ ନେଉ ନାହାନ୍ତି ସେମାନେ ଆମେରିକାର କ୍ଷତି କରୁଛନ୍ତି।

Train Derails In US
ଯାତ୍ରୀବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ୍‌: ୩ ମୃତ, ୫୦ରୁ ଅଧିକ ଆହତ

ଆମେରିକାର ନର୍ଥ ସେଣ୍ଟ୍ରାଲ ମୋନଟାନାରେ ଏକ ଯାତ୍ରୀବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ୍‌ ହୋଇଛି। ଏଥିରେ ଅଧିକାଂଶ ଯାତ୍ରୀ ଆହତ ହେବାସହ ୩ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

vaccine
ଆମେରିକାରେ ବୟସ୍କଙ୍କୁ ବୁଷ୍ଟର ଡୋଜ୍

ଆମେରିକାରେ ବୟସ୍କଙ୍କୁ ବୁଷ୍ଟର ଡୋଜ ଦିଆଯିବ। ଫାଇଜର କମ୍ପାନୀର ବୁଷ୍ଟର ଡୋଜ୍ ବୟସ୍କଙ୍କୁ ଦିଆଯିବ ବୋଲି ଆମେରିକା ପକ୍ଷରୁ କୁହାଯାଇଛି। ୬୫ ବର୍ଷରୁ ଅଧିକ ବୟସ୍କ ଲୋକମାନଙ୍କୁ ବୁଷ୍ଟର ଡୋଜ୍ ନେବା ପାଇଁ ଆମେରିକାର ଫୁଡ୍ ଏବଂ ଡ୍ରଗ୍‌ର ମୁଖ୍ୟ ସୁଚନା ଦେଇଛନ୍ତି।

PM Modi To Visit US
୫ ଦିନିଆ ଆାମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

୫ ଦିନିଆ ଆାମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ପ୍ରଧାନମନ୍ତ୍ରୀ  ଓ୍ୱାଶିଂଟନରେ ପହଞ୍ଚିବେ।

Taliban Blank Fires After US Military Leaves Kabul
ଆମେରିକା ସୈନ୍ୟ ଏୟାରପୋର୍ଟ ଛାଡ଼ିବା ମାତ୍ରେ ବ୍ଲାଙ୍କ୍ ଫାୟାର କରି ସେଲିବ୍ରେସନ୍ କଲେ ତାଲିବାନୀ ।

ବିଳମ୍ବିତ ରାତ୍ରିରେ ଦୀର୍ଘ ସମୟ ଧରି ତାଲିବାନଙ୍କ ଏପରି କାର୍ଯ୍ୟକଳାପ ଦେଖିବାକୁ ମିଳିଥିଲା । କାବୁଲ ଛାଡିବା ପରେ ତାଲିବାନ କାବୁଲ ବିମାନବନ୍ଦରକୁ ନିଜ ଦଖଲ ନେଇଛି । ଅର୍ଥାତ୍ ବର୍ତ୍ତମାନ କେହି ବି ଦେଶ ବାହାରକୁ ଯିବାକୁ ଚାହିଁଲେ, କିମ୍ବା ସବୁଦିନ ପାଇଁ ଦେଶ ଛାଡ଼ିବାକୁ ଚେଷ୍ଟା କଲେ ତାଲିବାନଙ୍କ ଅନୁମତି ନେବାକୁ ପଡ଼ିବ । ବର୍ତ୍ତମାନ ଆଫଗାନିସ୍ତାନ ଉପରେ ତାଲିବାନର ସମ୍ପୂର୍ଣ୍ଣ ନିୟନ୍ତ୍ରଣ ରହିଛି ।

Hamid Karzai International Airport in Kabul
୨୪ରୁ ୩୬ ଘଣ୍ଟା ମଧ୍ୟରେ କାବୁଲ ଏୟାରପୋର୍ଟରେ ପୁଣି ଆତଙ୍କୀ ହମ୍‌ଲା ଆଶଙ୍କା

ଆଫଗାନିସ୍ତାନରେ ଆତଙ୍କୀଙ୍କୁ ନିପାତ କରିବା ପାଇଁ ଆଗକୁ ଆହୁରି ହେବ ଡ୍ରୋନ୍ ଆକ୍ରମଣ। ଆମେରିକାର ପ୍ରତିରକ୍ଷା ମୁଖ୍ୟାଳୟ ପେଣ୍ଟାଗନ୍ ପକ୍ଷରୁ ଏଭଳି ଚେତାବନୀ ଦିଆଯାଇଛି। କାବୁଲ ସିରିଜ ବିସ୍ଫୋରଣର ପରେ ଆମେରିକା ଡ୍ରୋନ୍ ଆକ୍ରମଣ କରିଥିଲା।