ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି।
ନିଜର ଯନ୍ତ୍ର ଚାଳିତ ବ୍ୟସ୍ତ ବହୁଳ ଜୀବନରୁ କିଛି ସମୟ ବିରତି ଦେଇ ବିଶ୍ୱର ପନ୍ଦରରୁ ଅଧିକ ଦେଶରେ ଖେଳାଇ ହୋଇରହିଥିବା ପୁରାତନ ଛାତ୍ରଛାତ୍ରୀମାନେ ବହୁଳ ଭାବେ ଯୋଗଦାନ ଦେଇ ଏହି କାର୍ଯ୍ୟକ୍ରମଟିକୁ ସଫଳ କରିଥିଲେ l
ଉତ୍କଳ ବିଶ୍ୱବିଦ୍ୟାଳୟକୁ ନ୍ୟାସନାଲ ଆସେସମେଂଟ ଆଣ୍ଡ ଆକ୍ରିଡେସନ୍ କାଉନସିଲ(ନାକ୍) ସଂଶୋଧିତ ଗ୍ରେଡ୍ ପ୍ରଦାନ କରିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ପୁଣିଥରେ ଏ+ ଗ୍ରେଡ୍ ମାନ୍ୟତା ଫେରିପାଇଛି ।
ସଭାପତି ଓ ସାଧାରଣ ସମ୍ପାଦକଙ୍କ ନାମ ଫଳକୁ ଭାଙ୍ଗିଦେଲେ ଅଣ ଛାତ୍ର ।
5T ସଚିବଙ୍କ ଷ୍ଟିକର ପାଖରେ ମହାପୁରୁଷଙ୍କ ପୋଷ୍ଟର ମରାକୁ ନେଇ ମୁହାଁମୁହିଁ । ଛାତ୍ର ବିଜେଡି-ଏବିଭିପି ମଧ୍ୟରେ ମୁହାଁମୁହିଁ ।
କ୍ୟାମ୍ପସର କାନ୍ଥ ବାଡ଼ରେ 5T ପଲିଟିକ୍ସ। ରାଜ୍ୟର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ୱବିଦ୍ୟାଳୟରେ 5T ଷ୍ଟିକରକୁ ଘୋର ବିରୋଧ କରାଯାଇଛି।
NIRF ରାଙ୍କିଙ୍ଗରେ ଇଞ୍ଜିନିୟରିଂ, ମେଡିକାଲ, ମ୍ୟାନେଜମେଣ୍ଟ, ଆଇନ, ଫାର୍ମାସି, କୃଷି ବିଜ୍ଞାନ ଭଳି ଶିକ୍ଷାନୁଷ୍ଠାନ ସମେତ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକର ମାନ ନିର୍ଦ୍ଧାରଣ କରାଯାଇଛି ।
୧୫ ଦିନ ଭିତରେ ପୁନର୍ବିଚାର କରିବାକୁ ନାକ୍ ନିକଟରେ ଆବେଦନ କରାଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।
ନାକ୍ ଗ୍ରେଡେସନରେ କଟିଲା ଉତ୍କଳ ବିଶ୍ୱବିଦ୍ୟାଳୟର ନାକ । ୨୦୧୬ରେ ଥିଲା A+ , ୨୦୨୩ରେ ମିଳିଲା A ଗ୍ରେଡ୍ । ଉପରକୁ ଉଠିବା ବଦଳରେ ତଳକୁ ଖସିଛି ଉତ୍କଳ ବିଶ୍ୱବିଦ୍ୟାଳୟ ମାନ୍ୟତା । ନାକ୍ ପକ୍ଷରୁ ହୋଇଥିବା ସର୍ଭେରେ ଉତ୍କଳକୁ ମିଳିଛି ୩.୧୬ ସ୍କୋର । ଫଳରେ ୟୁନିଭରସିଟି A+ରୁ A ଗ୍ରେଡକୁ ଖସିଆସିଛି ।
ଗତମାସରେ ନାକ୍ ଟିମ୍ କ୍ୟାମ୍ପସରେ ଅନୁଧ୍ୟାନ କରି ରିପୋର୍ଟ ଦେବା ପରେ ଖସିଛି ମାନ୍ୟତା ।
ଜେଏନୟୁ ପ୍ରଫେସରଙ୍କୁ ଆକ୍ରମଣ ନେଇ ଚର୍ଚ୍ଚାରେ ବାଣୀବିହାର ।
ପିଇବା ପାଣି ସହ ଶୌଚ ହେବା ପାଇଁ ମଧ୍ୟ ପାଣିର ଅଭାବ ରହିଛି। ଫଳରେ ରାତି ଅଧରେ ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରୀମାନେ ଧାରଣା ଦେଇଛନ୍ତି।
ସ୍ମାର୍ଟ୍ କ୍ଲାସ ରୁମ୍ ପ୍ରତିଷ୍ଠା ଲାଗି ବିଶ୍ୱବିଦ୍ୟାଳୟ ପାଖରେ ପାଣ୍ଠି ଅଛି । ଉଚ୍ଚ ଶିକ୍ଷା ବିଭାଗ ଏଥିଲାଗି ଅନୁଦାନ ଦେଇ ପାରିବ ନାହିଁ ।
ଭିତ୍ତିଭୂମି ବିକାଶ ଲାଗି ଅନ୍ୟ ସଂସ୍ଥାକୁ ସହାୟତା ମାଗୁଛନ୍ତି କାହିଁକି ?
ଚଣ୍ଡିଖୋଲ ସ୍ଥିତ ଦ୍ୱିତୀୟ କ୍ୟାମ୍ପସରେ ଗଲା ୨ ବର୍ଷ ହେବ ବିଏସସି ନର୍ସିଂ କୋର୍ସ ଆରମ୍ଭ ହୋଇଛି । ଯାହାର ପରିଚାଳନା ଦାୟିତ୍ୱ ନେଇଛି ଶ୍ରୁଶୃତମ ଚାରିଟେବଲ୍ ଟ୍ରଷ୍ଟ ।
ଭାରତ ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।
ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ର ନିବାସରେ ଉତ୍ତେଜନା ଦେଖା ଦେଇଛି। ଗତକାଲି ବିଳମ୍ବିତ ରାତିରେ ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସାମ୍ନାରେ ଆଇନ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ତରବରିଆ ଭାବେ ୬ମାସରେ ୪ଟି ସେମିଷ୍ଟରର ଅଫଲାଇନ ପରୀକ୍ଷା କରାଇବା ନିଷ୍ପତ୍ତି ବିରୋଧରେ ବିକ୍ଷୋଭ କରୁଛନ୍ତି ଛାତ୍ରଛାତ୍ରୀ ।
ଉତ୍କଳ ବିଶ୍ୱବିଦ୍ୟାଳୟ ସଂସ୍କୃତ ବିଭାଗ କୋଠାରେ ଅଗ୍ନିକାଣ୍ଡ। ଖବର ପାଇବା ପରେ ଘଟଣା ସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି