• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Uttar Pradesh

PM Modi At Varanasi
ମୋଦିଙ୍କ ମାରାଥନ ଉଦ୍‌ଘାଟନ, ୟୁପିକୁ ଦେଲେ ୧୫୦୦ କୋଟିର ଗିଫ୍ଟ

ବାରାଣାସୀରେ ପ୍ରଧାନମନ୍ତ୍ରୀଙ୍କ ମାରାଥନ ଉଦଘାଟନ । ୧୫ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ କିଛି ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ।

Narendra Modi
ସ୍ୱତନ୍ତ୍ର ପ୍ୟାକେଜ୍‌ ନେଇ ଆସନ୍ତାକାଲି ୟୁପି ଗସ୍ତ କରିବେ ମୋଦି

କୁହାଯାଉଛି ମୋଦିଙ୍କର ଏହି ଗସ୍ତ ବହୁ ଗୁରୁତ୍ୱପୂର୍ଣ୍ଣ ରହିଛି। ସଜ ସଜ ପଂଚାୟତ ନିର୍ବାଚନରେ ବିଜେପି ୟୁପିରେ ବାଜିମାତ୍‌ କରିଛି। କେବଳ ଏତିକି ନୁହେଁ ବରଂ ଆଗାମୀ ବର୍ଷ ଅର୍ଥାତ୍‌ ୨୦୨୨ରେ ୟୁପିରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ତେଣୁ ମୋଦିଙ୍କର ଏହି ଗସ୍ତ ସବୁ ଆଡ଼ୁ ଗୁରୁତ୍ୱପୂର୍ଣ୍ଣ ରହିଛି। କୁହାଯାଉଛି, ମୋଦି ଆସନ୍ତାକାଲି ୟୁପି ପାଇଁ କିଛି ନୂଆ ଯୋଜନା ଘୋଷଣା କରିଛନ୍ତି

terrorist arrest at Lucknow
ଲକ୍ଷ୍ନୌରୁ ଦୁଇ ଆତଙ୍କବାଦୀଙ୍କୁ ଗିରଫ କଲା ଏଟିଏସ୍‌

ପୁଣି ଦୁଇ ଆତଙ୍କବାଦୀ ଗିରଫ । ଉତ୍ତର ପ୍ରଦେଶ ଲକ୍ଷ୍ନୌରୁ ଦୁଇ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି ଏଟିଏସ୍‌ । ଆତଙ୍କବାଦୀ ସଂଗଠନ ଅଲ କାଏଦା ଲିଙ୍କରେ ଏହି ଆତଙ୍କବାଦୀ ପରିଚାଳିତ ହେଉଥିବା ସୂଚନା ।

JOB
ଦୁଇରୁ ଅଧିକ ପିଲା ଥିଲେ ମିଳିବ ନାହିଁ ସରକାରୀ ଚାକିରି

ଯୋଗୀ ଆଦିତ୍ୟନାଥ ଏହାକୁ ଲାଗୁ କରିବା ନେଇ ପୂର୍ବରୁ ଇସାରା ମଧ୍ୟ ଦେଇସାରିଥିଲେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯେଉଁମାନେ ସରକାରଙ୍କ ଏହି ଆଇନ ଉଲଙ୍ଘନ କରନ୍ତି ସେମାନେ ସରକାରଙ୍କ ପକ୍ଷରୁ ମିଳୁନଥିବା କୌଣସି ବି ଜନମଙ୍ଗଳକାରୀ ଯୋଜନାର ଲାଭ ପାଇବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାସହ ତାଙ୍କର ରାସନ୍ କାର୍ଡ ମଧ୍ୟ ୪ଟି ସଦସ୍ୟ ଭିତରେ ସୀମିତ ରହିବ ଓ କୌଣସି ପ୍ରକାର ସରକାରୀ ସବସିଡି ମଧ୍ୟ ନେଇପାରିବେନି।

MURDER
ପାରିବାରିକ କଳହର କରୁଣ ପରିଣତି : ରୋଷେଇ କରିବାକୁ ମନା କରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ରୋଷେଇ କରିବାକୁ ମନା କରିବାରୁ ସୈତାନ ପାଲଟିଲା ସାତ ଜନମର ସାଥୀ । ପ୍ରେମ ବିବାହର ୩ ବର୍ଷ ପରେ ସ୍ତ୍ରୀକୁ ନିର୍ମମ ହତ୍ୟା । ସବୁ ଦିନ ଖୁସିରେ ରଖିବାର କଥା ଦେଇ ଘରକୁ ଆଣିଥିବା ଲକ୍ଷ୍ମୀକୁ ଜୀବନରୁ ମାରି ଦେବାପରେ ବେଡ୍ ଭିତରେ ଲୁଚାଇ ରଖିଥିଲା ଅଭିଯୁକ୍ତ । ଆଉ ତା’ପରେ ସହର ଛାଡ଼ି ଫେରାର ମାରିଥିଲା ସ୍ୱାମୀ । ତେବେ ଦୁଇ ଦିନ ପରେ ଘରୁ ଦୁର୍ଗନ୍ଧ ଆସିବାରୁ ପୋଲିସକୁ ସୂଚନା ଦେଇଥିଲେ ପଡ଼ୋଶୀ । ଏବେ ହତ୍ୟାକାରୀ ସ୍ୱାମୀକୁ ଗିରଫ କରିଛି ପୋଲିସ୍ । ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଏପରି ହୃଦୟବିଦାରକ ଘଟଣା ଦେଖିବାକୁ ମିଳିଛି ।

yogi adityanath
ଉତ୍ତରପ୍ରଦେଶ ରାଜନୀତିରେ ନୂଆ ମୋଡ଼, ଯୋଗୀ ସରକାରଙ୍କୁ ସହଯୋଗୀ ଦଳର ଚେତାବନୀ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ଆଉ କେଇଟା ମାସ ବାକି ଥିବା ବେଳେ ଶାସକ ମେଣ୍ଟରେ ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ବଳ କଷାକଷି ଆରମ୍ଭ ହୋଇଛି । ଶାସକ ମେଣ୍ଟର ଅନ୍ୟତମ ପ୍ରମୁଖ ଦଳ ନିଶଦର ଅଧ୍ୟକ୍ଷ ସଞ୍ଜୟ ନିଶଦ ବିଜେପି…

yogi adityanath
ପାଖେଇ ଆସୁଛି ଉତ୍ତରପ୍ରଦେଶ ନିର୍ବାଚନ, ମୋଦିଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ: ପାଖେଇ ଆସୁଛି ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ । ତେଣୁ ଏବେଠୁ ରାଜ୍ୟରେ ଆରମ୍ଭ ହେଲାଣି ଆରୋପ ପ୍ରତ୍ୟାରୋପ । ନିର୍ବାଚନ ଯେତିକି ପାଖୋଉଛି ରାଜନୀତି ସେତିକି ସରଗରମ ହେଉଛି । ନେତାଙ୍କ କଥାରେ ଉଷ୍ମତା ବଢ଼ୁଛି । ତେବେ ଗୁରୁବାର…