• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: V K Pandian

Aparajita Sarangi
ନେତାଙ୍କ ପରେ ସରକାରୀ କର୍ମଚାରୀଙ୍କର ପାଣ୍ଡିଆନ୍ ସ୍ତୁତି

ପାଣ୍ଡିଆନଙ୍କ ଜୟ ଜୟକାର ଏବେ ନେତାଙ୍କ ଭିତରେ ସୀମିତ ନାହିଁ । ସରକାରୀ କର୍ମଚାରୀ ବି କଲେଣି ଗୁଣଗାନ । ବିଭିନ୍ନ କର୍ମଚାରୀ ସଂଘ ଆଜି ନବୀନ ନିବାସକୁ ଯାଇ ଫାଇଭ୍ ଟି ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଯାହାକୁ ନେଇ ଉଠିଛି ପ୍ରଶ୍ନ..

5T Secretary V K Pandian
କଲେଜ ସଭାରେ ଯୋଗ ଦେବାବେଳେ ପାଣ୍ଡିଆନ୍‌ଙ୍କ ଉପରକୁ କାଳିମାଡ଼

5T ସଚିବ ଭି. କେ ପାଣ୍ଡିଆନ୍‌ଙ୍କ ଉପରକୁ କାଳିମାଡ଼ ହୋଇଛି।  ୟୁଜିଏସ୍‌ କଲେଜ ସଭାରେ ଯୋଗ ଦେବାବେଳେ ଏହି କାଳିମାଡ଼ ହୋଇଥିବା ସୂଚନା ମିଳିଛି।

V.K Pandian
5T ସଚିବଙ୍କ କାର୍ଯ୍ୟକ୍ରମ ପରେ ଚେୟାର ପିଙ୍ଗା ଫୋପଡା ଭିଡିଓ ଭାଇରାଲ୍

ସମ୍ବଲପୁର ଧନକଉଡ଼ାରେ ଗତକାଲି 5T ସଚିବ ଭି.କେ. ପାଣ୍ଡିଆନଙ୍କ କାର୍ଯ୍ୟକ୍ରମ ଶେଷ ହେବା ପରେ ସଭାସ୍ଥଳରେ ସୃଷ୍ଟି ହୋଇଥିଲା ଉତ୍ତେଜନା ।

Saumya Patnaik
ନବୀନଙ୍କ ତୃତୀୟ ନୟନ ହେବ କି ଗଣମାଧ୍ୟମ? କାଉକୁ ଧଳା କହିବାକୁ ଚେଷ୍ଟା କରୁଛି କିଏ?

ଏଠି ପ୍ରଶ୍ନ କାହିଁକି ପୁଣି ଶାଣିତ ହେଲା ସୌମ୍ୟଙ୍କ ସ୍ୱର ? କାହିଁକି ମୁଖ୍ୟମନ୍ତ୍ରୀଙ୍କ ଶାସନ ଚଳାଇବା ପ୍ରକ୍ରିୟାକୁ ନେଇ କଥାରେ କଥାରେ କଡ଼ା ଟିପ୍ପଣୀ କଲେ ସୌମ୍ୟରଞ୍ଜନ? ରାଜନୀତି ସମୀକ୍ଷକଙ୍କ ମତରେ-ବିଜେଡି ରାଜନୀତିରେ ଏହା ଏକ ନିରବ ଝଡ଼। ଯେଉଁ ଢାଞ୍ଚାରେ ସରକାର ଚାଲିଛି, ସେଥିରେ ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଦଳର ନେତା ବି ସନ୍ତୁଷ୍ଟ ନୁହଁନ୍ତି ବୋଲି ପ୍ରମାଣିତ କରୁଛି।