• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Vacation

School Closed
ଜିଲ୍ଲାପାଳଙ୍କ ନିଷ୍ପତ୍ତି, ଗଞ୍ଜାମ-ଭଦ୍ରକ-ବରଗଡ଼ରେ ୨୦ ଯାଏଁ ସ୍କୁଲ ଛୁଟି

ଆସନ୍ତା ୨୦ ତାରିଖ ଯାଏଁ ଗଞ୍ଜାମ ଜିଲ୍ଲାରେ ସ୍କୁଲ ଛୁଟି ରହିବ। ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିବା ନେଇ ‘ଏକ୍ସ’ରେ ଗଂଜାମ DEO ସୂଚନା ଦେଇଛନ୍ତି। ସେହିପରି ଆସନ୍ତାକାଲି ବାଲେଶ୍ବର ଜିଲ୍ଲାରେ ସବୁ ସ୍କୁଲ ଛୁଟି ରହିବ। ୧୯ ତାରିଖରୁ ସବୁ ସ୍କୁଲ ସକାଳୁଆ ଖୋଲିବାକୁ ନିର୍ଦ୍ଦେଶ ଜାରି ହୋଇଛି।

Let’s visit Udala this winter to enjoy vacation
କ୍ୟାମେରାରେ କଏଦ କରିବେ ନା କବିତାରେ.. ?

ଆଃ କେତେ ସୁନ୍ଦର.. ମନ କହୁଛି ଏଇଠି ଏଇ ପରିବେଶରେ ଜୀବନକୁ ମନଭରି ଜୀଇଁ ଯିବାକୁ.. ଡାଏରିରେ କବିତା କରି ବା କ୍ୟାମେରାର ଗ୍ୟାଲେରିରେ ଏଇ ସ୍ମୃତି ସବୁକୁ କ୍ୟାପଚର କରିଦେବାକୁ ଇଚ୍ଛା ହେଉଛି.. ଶୀତ ଆଉ ପ୍ରକୃତି, ଦୁହିଁଙ୍କ ମିଳନ ସତେ ଯେମିତି କ୍ଲାନ୍ତ ମନକୁ ଘଡ଼ିଏ ବିଶ୍ରାମ ନେବାକୁ କହୁଛି..