ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।
କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ପ୍ରକାଶ ପାଉଛି । ଏହାର ନାଁ ଓମିକ୍ରନ୍ ନାଁ କାହିଁକି ଦିଆଗଲା ? ତେବେ ଆସନ୍ତୁ ଜାଣିବା ଓମିକ୍ରନର ନାମକରଣ ପଛର ରହସ୍ୟ ।
ଦକ୍ଷିଣ ଆଫ୍ରିକାରେ ଚିନ୍ତାଜନକ ଭାବେ ସଂକ୍ରମଣ ବଢ଼ାଇଥିବା କରୋନାର ନୂଆ ଭ୍ୟାରିଏଣ୍ଟର ନାଁ ଓମିକ୍ରନ । ଓମିକ୍ରନ କରୋନାର ଅନ୍ୟ ଭ୍ୟାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ-ହୁ ପକ୍ଷରୁ କୁହାଯାଇଛି।