• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Varsha

Anubhav - Varsha
ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାରେ ଟ୍ୱିଷ୍ଟ ! ବର୍ଷାଙ୍କୁ କୋର୍ଟଙ୍କ ବଡ଼ ଝଟ୍‌କା

ବାପା, ମା ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ । ବର୍ଷାଙ୍କ ଉପଯୁକ୍ତ ରହଣି ବ୍ୟବସ୍ଥା କରିବେ କହିଥିଲେ ଅନୁଭବ ।

Anubhav- Varsha
ଅନୁଭବ-ବର୍ଷାଙ୍କୁ ହାଇକୋର୍ଟଙ୍କ କଡ଼ା ତାଗିଦ୍‌, ଆକ୍ଷେପ କରି ଭିଡିଓ ପୋଷ୍ଟ କରିପାରିବେନି ଅନୁଭବ !

ସୋସିଆଲ ମିଡିଆରେ ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ତିନି ତିନିଟି ଭିଡିଓ ପୋଷ୍ଟ ପରେ ହାଇକୋର୍ଟରେ ଆବେଦନ କରିଥିଲେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।

Anubhav- Varsha
ସୋସିଆଲ ମିଡିଆ ପୋଷ୍ଟକୁ ନେଇ ସାଇବର ଥାନାରେ ବର୍ଷା

ଅନୁଭବ, ବର୍ଷା ପାରିବାରିକ ବିବାଦରେ ନିଇତି ଯୋଡି ହେଉଛି ନୂଆ ଫର୍ଦ୍ଦ । ଦୁହିଁଙ୍କ ମଧ୍ୟରେ ଜାରି ରହିଛି ଆରୋପ-ପ୍ରତ୍ୟାରୋପ । ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ପୋଷ୍ଟକୁ ନେଇ ସାଇବର ଥାନାରେ ଏତଲା ଦେଇଛନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।

Anubhav- Varsha
ଅନୁଭବଙ୍କ ଭିଡିଓ ଆଟାକ୍‌ ପରେ ବର୍ଷାଙ୍କ କାଉଣ୍ଟର ଆଟାକ୍, ପୁଣି ଫେସ୍‌ବୁକ୍‌ରେ ଲେଖିକି ଟାର୍ଗେଟ୍‌ କଲେ ସାଂସଦ

ବର୍ଷାଙ୍କ ଏତଲା ଭିତ୍ତିରେ IPC ଧାରା ୫୦୯ ଅର୍ଥାତ୍ ମର୍ଯ୍ୟାଦା ହାନୀ ଏବଂ IT ACTରେ ରୁଜୁ ହୋଇଛି ମାମଲା । ବର୍ଷାଙ୍କ ବିରୋଧରେ ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଲେଖାର ସ୍କ୍ରିନସଟ୍ ଜବତ କରିଛି ପୋଲିସ ।

Anubhav- Varsha
ବର୍ଷାଙ୍କ ରହିବା ପାଇଁ ଭଲ ବିକଳ୍ପ ବ୍ୟବସ୍ଥା କରିବେ କହିଲେ ଅନୁଭବଙ୍କ ଓକିଲ

ବର୍ଷା ଘର ଛାଡ଼ନ୍ତୁ, ତାଙ୍କ ରହିବା ଲାଗି ଭଲ ବ୍ୟବସ୍ଥା କରିବୁ । ଭରଣ ପୋଷଣ ପାଇଁ ଇନକମ୍ ସାର୍ଟିଫିକେଟ୍ ଦିଅନ୍ତୁ । ପତ୍ନୀ ବର୍ଷାଙ୍କ ତରଫରୁ ଦାୟର ଘରୋଇ ହିଂସା ମାମଲାରେ ଅନୁଭବଙ୍କ ପକ୍ଷରୁ କରାଯାଇଥିବା ଏହି ଦୁଇଟି ପିଟିସନ ଉପରେ ଆଜି ଶୁଣାଣି ହୋଇଛି ।