ଭିଟାମିନ୍ B12 ଡିଏନ୍ଏ ସିନ୍ଥେସିସ୍ ଏବଂ ଲାଲ ରକ୍ତ କଣିକା ତିଆରି କରିବା ସହିତ ଏହାର ଅନେକ ଶାରୀରିକ କାର୍ଯ୍ୟ ଅଛି। ଭିଟାମିନ୍ B12 ସାଧାରଣତଃ ପଶୁଜାତୀୟ ଖାଦ୍ୟରୁ ଅଧିକ ମିଳିଥାଏ। ତେବେ ଏହା ଶାକାହାରୀମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ୍ ସୃଷ୍ଟି କରିପାରେ।
ଶାକାହାରୀ ଜୀବନଶୈଳୀ ଏକ ସୁସ୍ଥ ଜୀବନ ଦେବା ସହ ପରିବେଶ ଏବଂ ନୈତିକ ଲାଭ ଦେଇଥାଏ। ତେବେ ପରିବେଶ ସନ୍ତୁଳନ ବଜାୟ ରଖିବାରେ ଶାକାହାରୀ ଭୋଜନ କିପରି ସାହାଯ୍ୟ କରେ ତାହା ଆସନ୍ତୁ ଜାଣିବା।
ପର୍ଯ୍ୟାବରଣ ବିଚାର, ପଶୁ କଲ୍ୟାଣ ଏବଂ ବ୍ୟକ୍ତିଗତ ସ୍ୱାସ୍ଥ୍ୟ ଉପକାରିତା ଉପରେ ଗୁରୁତ୍ୱ ଦେଇ ପଶୁ ଜାତୀୟ ଖାଦ୍ୟ ଛାଡିବାକୁ ଲୋକଙ୍କୁ ଉତ୍ସାହିତ କରିବା ପାଇଁ ‘ବିଶ୍ୱ ଶାକାହାରୀ ଦିବସ’ ପାଳନ କରାଯାଏ। ପଶୁମାନଙ୍କ ଜୀବନ ରକ୍ଷା କରିବା ଏବଂ ପୃଥିବୀକୁ ବଞ୍ଚାଇବାରେ ସାହାଯ୍ୟ କରିବା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ଦିନ ପାଳନ କରାଯାଏ।
ହଷ୍ଟେଲ ପକ୍ଷରୁ ମଧ୍ୟ ମେଲ୍ ଆସିଥିଲା । କର୍ତ୍ତୃପକ୍ଷଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏପରି ଆଚରଣ ଗ୍ରହଣୀୟ ନୁହେଁ ବୋଲି କୁହାଯାଇଥିଲା ।