କ’ଣ ଏ VLTD ଓ ପାନିକ୍ ବଟନ୍ ? ଏହା କିଭଳି କାମ କରିବ ? କ’ଣ ସବୁ ଫାଇଦା ମିଳିବ ? ଟ୍ରାକିଂ ଡିଭାଇସ୍ ବିଶେଷଜ୍ଞଙ୍କ ମତରେ, VLTD ହେଉଛି ଜିପିଆରଏସ୍ ଆଧାରିତ ଏକ ଡିଭାଇସ୍ । ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେଲେ, ରାଜ୍ୟର ସବୁ ଯାତ୍ରୀବାହୀ ଗାଡ଼ିର ଗତିବିଧି ଟ୍ରାକ୍ କରାଯାଇପାରିବ ।

M.V ଆକ୍ଟ, ୧୯୮୮, ଧାରା ୧୯୨ ଅଧୀନରେ ଯଦି ଗାଡିଟିରେ HSRP ନଥିବ, ତେବେ ସେହି ଗାଡି ବିରୋଧରେ ଇ-ଚାଲାଣ କଟାଯିବ । ତହାସହ ୫୦୦୦/ - କିମ୍ବା ୧୦, ୦୦୦/ - ହଜାର ଟଙ୍କା ଜୋରିମାନା ଆଦାୟ କରାଯିବ ।
ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥ ଅଞ୍ଚଳରେ କେତେ ବେଗରେ ଯିବ ଯାନବାହନ ସେନେଇ ବିଜ୍ଞପ୍ତି ଜାରି କରିଛି ରାଜ୍ୟ ପରିବହନ ବିଭାଗ। ଜାଣନ୍ତୁ କେଉଁ ଗାଡିର ସ୍ପିଡ୍ ଲିମିଟ୍ କେତେ ରହିଛି ।