ପୁରୁଣା ଗାଡିମାଲିକମାନେ ନିଜ ଗାଡ଼ିକୁ ସ୍ରାପ ଦରରେ ବିକ୍ରି କଲେ ସେମାନଙ୍କୁ କିଛି ମୂଲ୍ୟ ଦେବାକୁ ଧାର୍ଯ୍ୟ କରିଛନ୍ତି ସରକାର। ପୁରୁଣା ଗାଡିର ମୂଲ୍ୟ ସେହି ଗାଡିର ଏକ୍ସ ସୋରୁମ୍ ମୂଲ୍ୟର ୬ ପ୍ରତିଶତ ରହିବ।