୨୦୨୨ରେ ବୟଫ୍ରେଣ୍ଡ ଶାରନ ରାଜଙ୍କୁ ବିଷ ଦେଇ ହତ୍ୟା କରିଥିଲେ ଗ୍ରୀଷ୍ମା। ଉଭୟ ପରସ୍ପରକୁ ପ୍ରେମ କରୁଥିବା ବେଳ ଗ୍ରୀଷ୍ମା ସମ୍ପର୍କ ଶେଷ କରିବାକୁ ଚାହୁଁଥିଲେ।
ଦିଲ୍ଲୀର ଗ୍ରୀନ୍ ପାର୍କ ଅଞ୍ଚଳରେ ଥିବା ଉପହାର ସିନେମା ହଲ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୫୯ ଜଣ ଲୋକଙ୍କ ପ୍ରାଣହାନୀ ହୋଇଥିଲା। ୧୦୦ରୁ ଉର୍ଦ୍ଧ୍ୱ ଲୋକ ଆହତ ହୋଇଥିଲେ।