ଅଭିନେତା ଧର୍ମେନ୍ଦ୍ରଙ୍କୁ ଚାରି ଦିନ ପୂର୍ବରୁ ଡାକ୍ତରଖାନାରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଏବେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।