ରାଷ୍ଟ୍ରପତି ଭଳି ଉପ-ରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଦେଶର ସାଧାରଣ ନାଗରିକ ଭୋଟ୍ ଦେଇ ନ ଥାନ୍ତି। ଉପରାଷ୍ଟ୍ରପତି ନିର୍ବାଚନରେ କେବଳ ସାଂସଦ ଭୋଟ୍ ଦେଇଥାନ୍ତି।
ସଂସଦ ଭବନରେ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟିଂ ଚାଲିବ। ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ।