• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Victims From Odisha

Nepal plane crash
ଆଖିରୁ ଲୁହ ଶୁଖୁନି, ମନରୁ କୋହ ଯାଉନି; ଶବ ଅପେକ୍ଷାରେ ପରିବାର

ନୀରବି ଯାଇଛି ପରିବାର । ସ୍ଥାଣୁ ପାଲଟିଯାଇଛନ୍ତି ସମସ୍ତେ । ନା ପେଟରେ ଭୋକ ଅଛି ନା ଆଖିରେ ନିଦ । ନେପାଳରେ ବିମାନ ଦୁର୍ଘଟଣାପରଠୁ ନୀରବି ଯାଇଛନ୍ତି ପରିବାର ଲୋକେ । କାହିଁକି ବା ନ ହେବେ, ଯେଉଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି, ସେହି ବିମାନରେ ଯାତ୍ରା କରୁଥିବା ନିଜ ଲୋକଙ୍କ ମୃତ୍ୟୁ ହୋଇଛି । ପ୍ରାଣ ହରାଇଛନ୍ତି ଅଶୋକ ତ୍ରିପାଠୀ, ତାଙ୍କ ପତ୍ନୀ ବୈଭବୀ, ପୁଅ ଧନୁଷ ଏବଂ ଝିଅ ରିତିକା ।