• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Viggilance Raid

Viggilance Raid
ପୋଲିସ ଜାଲରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମୁଖ୍ୟଯନ୍ତ୍ରୀ ରବିନାରାୟଣ ପୃଷ୍ଟି

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମୁଖ୍ୟଯନ୍ତ୍ରୀ ରବିନାରାୟଣ ପୃଷ୍ଟି ଗିରଫ । ରବିନାରାୟଙ୍କ ଘରୁ ସୁନା ଅଳଙ୍କାର ସହ ବିପୁଳ ପରିମାଣର ବ୍ୟାଙ୍କ ଡିପୋଜିଟ୍, ଫ୍ଲାଟ୍ ଓ ପ୍ଲଟ୍ ଠାବ କରାଯାଇଛି।

viggillance raid
ସରକାରୀ ଚାକିରି କିନ୍ତୁ କୋଟି କୋଟି ଟଙ୍କାର ମାଲିକ

ପୋଲିସ୍ ହାଉସିଂ କର୍ପୋରେସନରେ ସରକାରୀ ଚାକିରି, ହେଲେ ଅମାପ ସମ୍ପତ୍ତିର ମାଲିକ। ନିଜ ନାଁରେ କମ୍, ସ୍ତ୍ରୀ ଓ ପିଲାଙ୍କ ନାଁରେ ଲମ୍ବା ତାଲିକାର କୋଠା ଓ ପ୍ଲଟ୍ ରହିଛି । ଭୁବନେଶ୍ୱର-ଖୋର୍ଦ୍ଧା-ଭଦ୍ରକରେ ଠାବ ହେଲାଣି ୨୨ଟି ପ୍ଲଟ ସାଙ୍ଗକୁ ୭ରୁ ଅଧିକ ମୂଲ୍ୟବାନ କୋଠା। ଖାଲି ସେତିକି ନୁହେଁ, ଭିଜିଲାନ୍ସ ଟିମକୁ ଦେଖି ପଡ଼ିଶା ଘର ଛାତକୁ ଫିଙ୍ଗି ଦେଇଥିବା ନଗଦ ୨୦ଲକ୍ଷ ସହ ଜବତ ହୋଇଛି ୩୮ଲକ୍ଷ ଟଙ୍କା।