ଅଚଳ ହେବ RWSS ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କ କ୍ରିପ୍ଟୋ କରେନ୍ସି। କ୍ରିପ୍ଟୋରେ ଅର୍ଥ ବିନିଯୋଗ ନେଇ ଏକ୍ସପର୍ଟଙ୍କ ସହାୟତା ନିଆଯାଉଛି।
୧୦ ଲକ୍ଷ ଟଙ୍କାର ୩୩୨ ଗ୍ରାମ୍ ସୁନା ଓ ୬୪ ଲକ୍ଷର ବୀମା ମଧ୍ୟ ଠାବ କରିଛି ଭିଜିଲାନ୍ସ । ତାଙ୍କ ପାଖରୁ ନଗଦ ୧ ଲକ୍ଷ ଟଙ୍କା କ୍ୟାସ୍ ମଧ୍ୟ ଜବତ ହୋଇଛି ।
ଏଥର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଣି ଜଣେ ସରକାରୀ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ । ହେଲେ ବାବୁ ଟଙ୍କା ସହ କ୍ରିପ୍ଟୋ କାରବାର ବି କରୁଥିବା ସୂଚନା ମିଳିଛି ।
ଅଭିଯୋଗ ଆଧାରରେ, ଭିଜିଲାନ୍ସ ଟିମ୍ IICଙ୍କ ଗାଡ଼ିକୁ ଅଟକ ରଖି ତାଙ୍କୁ ଏବଂ ତାଙ୍କ ଗାଡ଼ିକୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ତାଙ୍କ ଠାରୁ ୧ଲକ୍ଷ ୪୫ ହଜାର ୮ଶହ ଟଙ୍କା ମିଳିଥିଲା।
ଟାଙ୍ଗରପାଲିର ଅତିରିକ୍ତ ତହସିଲଦାରଙ୍କ ଘରେ ଚାଲିଛି ରେଡ୍ । ଦ୍ୱିତୀୟ ଦିନ ପାଇଁ ଭିଜିଲାନ୍ସ ରେଡ୍ ଜାରି । ଠାବ ହେଲାଣି ୨କୋଟିରୁ ଅଧିକ ସମ୍ପତ୍ତି ।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।
ଢେଙ୍କାନାଳ ସଦର ଥାନା ଡିଏସ୍ପି ଇନ୍-ଚାର୍ଜ ଅଭିନବ ଡାଳୁଆ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ୩୦ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିବା ସୂଚନା ମିଳିଛି।
ଲାଞ୍ଚ ନେବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ଲାଞ୍ଚ ନେବା ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆଙ୍କୁ ଗିରଫ କରାଯାଇଛି। ମୃତ୍ୟୁ ପ୍ରମାଣପତ୍ର ବାବଦରେ ଫର୍ମରେ ଦସ୍ତଖତ କରାଇ ଦେବା ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ।
ଭିଜିଲାନ୍ସ ଜାଲରେ ନିମାପଡ଼ାରେ କାର୍ଯ୍ୟରତ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀ...
ଦୁର୍ନୀତି ଅଭିଯୋଗରେ ଗିରଫ IAS ଅଧିକାରୀଙ୍କ ଘରୁ ପୁଳା ପୁଳା ସୁନା ଓ ରୁପା ମିଳିଛି। IAS ଅଧିକାରୀ ସଞ୍ଜୟ ପୋପଲିଙ୍କ ଘରୁ ୧୨ କିଲୋ ସୁନା, ୩ କିଲୋ ରୁପା, ୪ଟି ଆପଲ୍ ଆଇଫୋନ୍ ସମେତ ୨ଟି ସାମସଙ୍ଗ୍ ସ୍ମାର୍ଟ ୱାଚ୍ ଜବତ କରିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଭିଜିଲାନ୍ସ ରେଡ୍ ପରେ ଅମାପ ସମ୍ପତ୍ତିର ଗୁମର ଖୋଲିଛି। କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଥିବା ବେଳେ ନଗଦ ଟଙ୍କା ସୁନା ଓ ରୁପା ଠାବ ହୋଇଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ବିଡିଓଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ ହୋଇଥିବା ସୂଚନା ମିଳିଛି।
ଗଞ୍ଜାମ ଜିଲ୍ଲା ଆସିକା ବିଇଓ ଅଫିସ୍ର କିରାଣୀ ମନୋଜ ପ୍ରଧାନ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି। ଅବସରପ୍ରାପ୍ତ ଜଣେ ଶିକ୍ଷକଙ୍କ increment ପେପରକୁ ଜିଲ୍ଲା ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟକୁ ପଠାଇବା ନିମନ୍ତେ ମନୋଜ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।
ସୁନା ବିସ୍କୁଟ, ସୁନା ଅଳଙ୍କାର, କିଛି ଟଙ୍କା ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରକୁ ଭିଜିଲାନ୍ସ ଜବତ କରିଛି।
ମାଲକାନଗିରିର ଭଡ଼ା ଘର, ସୁନାବେଡ଼ାର ସରକାରୀ ଗୃହ, କୋରାପୁଟର ଦୁଇଟି ଘର ଏବଂ ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ ଚଢାଉ କରିଛି ।
ବାବୁଲି ପଢ଼ିଆରି ଜଣେ ଜିଆରଏସ୍ ହୋଇ ମଧ୍ୟ ୫୯ ପ୍ଲଟ୍ର ମାଲିକ । ତେବେ ଏହି ସମ୍ପତ୍ତି କେଉଁଠୁ ଆସିଲା, କିଏ ଦେଲା ? ବାବୁଲି ସତ କହୁଛନ୍ତି ନା ମିଛ ? ଏନେଇ ଭିଜିଲାନ୍ସ ତଦନ୍ତ ଚଳାଇଛି ।
ରଘୁନାଥପୁର ପୈତୃକ ଘର ଓ କଳାରାହାଙ୍ଗ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ।
ତୁମେ କଣ ଆଉ ରଖିଛ ଯେ ମୁଁ ସମ୍ପର୍କ ଯୋଡ଼ିବି? ଆଗେ ଟଙ୍କା ୨୦ ହଜାର ଦିଅ, ପରେ କଥାବାର୍ତ୍ତା। ଆରେ ମୁଁ ଟେନ୍ସନ୍ରେ ଥିବି ତୋ କଥା ଶୁଣିନଥିବି...କୋଟି କୋଟିରୁ ତୋର ବି ଅଛିରେ ସୋନୁ
ଭିଜିଲାନ୍ସ ଜାଲରେ ପଡ଼ିଥିବା କୋଟିପତି ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦୁର୍ନୀତିର ଫିଟୁଛି ଗୁମର । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କାର ଦୁର୍ନୀତିର ଚିତ୍ର ସାମ୍ନାକୁ ଆସିଛି ।
ଝୁମ୍ପୁଡ଼ି ଘରୁ କୋଟିଏରୁ ଅଧିକ ଟଙ୍କା ଜବତ ହେବା ସମସ୍ତଙ୍କୁ ଚମକାଇ ଦେଇଛି।
କାର୍ତ୍ତିକେଶ୍ୱର ରାଉଳଙ୍କ ଶାଳୀଙ୍କ ଘରୁ ଆଜି ନଗଦ ୧ କୋଟି ୪୨ ଲକ୍ଷ ଟଙ୍କା ଜବତ ହୋଇଛି । କାର୍ତ୍ତିକେଶ୍ୱରଙ୍କ ଶାଳୀଙ୍କ ଝୁମ୍ପୁଡ଼ି ଘରୁ କୋଟିଏରୁ ଅଧିକ ଟଙ୍କା ଜବତ ହେବା ଘଟଣା ସମସ୍ତଙ୍କୁ ଚମକାଇ ଦେଇଛି ।
ଆଜି ଭୋରରୁ ଭୁବନେଶ୍ୱର ସାଲିଆ ସାହିରେ ଭିଜିଲାନ୍ସ ଟିମ୍ ଚଢଉ କରି ନଗଦ ୧କୋଟି ୪୧ ଲକ୍ଷ ୬୨ ହଜାର ୪ ଶହ ଟଙ୍କା ଜବତ କରିଛି ।
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍।