ରେଡ୍ ବେଳେ ଭୁବନେଶ୍ୱର ବାସଭବନରୁ ୧ ଲକ୍ଷ ୯୪ ହଜାର ନଗଦ ଟଙ୍କା ଜବତ ହୋଇଥିଲା । କଳାହାଣ୍ଡି ଓ ଖୋର୍ଦ୍ଧାରେ ୩ଟି କ୍ରସର ୟୁନିଟ ଥିବା ତଥ୍ୟ ଭିଜିଲାନ୍ସକୁ ମିଳିଥିଲା ।
କଲେଜ ପ୍ରିନ୍ସପାଲଙ୍କ ଘରେ ଭିଜିଲାନ୍ସ ରେଡ୍। କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁରର ହୀରାନୀଳା ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଜି ସକାଳୁ ସକାଳୁ ଚଢ଼ଉ ହୋଇଛି।
ପ୍ରିନ୍ସପାଲଙ୍କ ଘରେ ଭିଜିଲାନ୍ସ ରେଡ୍। ହୀରାନୀଳା ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ଆଜି ସକାଳୁ ସକାଳୁ ଚଢ଼ଉ ହୋଇଛି।
ପୋଲିସ୍ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭିଜିଲାନ୍ସ ରେଡ୍ ବେଳେ ତ୍ରିନାଥ ମିଶ୍ରଙ୍କ ପାଖରୁ କୋଟି କୋଟି ଟଙ୍କା ମୂଲ୍ୟର କାର୍, ବାଇକ୍ ଓ ଆଖିଖୋସା ସମ୍ପତ୍ତି ମିଳିଥିଲା।
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ସୁନାବେଡ଼ା ପୌରପରିଷଦର ସହକାରୀ ଯନ୍ତ୍ରୀ ମନୋଜ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି।
ପୋଲିସ୍ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ପତ୍ନୀ ଦୀପ୍ତିମୟୀ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତ୍ରିନାଥ ମିଶ୍ରଙ୍କୁ ଗିରଫ କରିଛନ୍ତି।
ସିଏଚସି ଡାକ୍ତରଙ୍କ ଘରୁ ଏତେ ନଗଦ ଅର୍ଥ ପାଇ ତାଜୁବ ହୋଇଛି ଭିଜିଲାନ୍ସ ଟିମ୍।
ସବୁ ଗାଡ଼ି ନମ୍ବର 0005ର ଗୁମର ବି ଖୋଲିଛନ୍ତି ତ୍ରିନାଥଙ୍କ ପତ୍ନୀ କହିଛନ୍ତି।
କଥାରେ ଅଛି, ମାଛ ଖାଇବ ଇଲିସି, ଚାକିରି କରିବ ପୋଲିସି । ଏକଥା କାହା ପାଇଁ ପ୍ରଯୁଜ୍ୟ ହେଉ କି ନହେଉ, ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ କ୍ଷେତ୍ରରେ ଅଧିକ ପ୍ରଯୁଜ୍ୟ ବୋଲି ଧରିନିଆଯାଇପାରେ । ତାଙ୍କ କୋଠାବାଡ଼ି, ମାଳ ମାଳ ସୌଖିନ୍ ଗାଡ଼ି, ଲକ୍ଷ ଲକ୍ଷ ଟଙ୍କାର ସଂପତ୍ତି ଦେଖିଲେ ଆଖି ରହିଯିବ।
ପୋଲିସ୍ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ପାଖରୁ ମିଳିଛି କୋଟି କୋଟି ଟଙ୍କା ମୂଲ୍ୟର କାର୍, ବାଇକ୍ ଓ ଆଖିଖୋସା ସମ୍ପତ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତ୍ରିନାଥଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ କରିଛି।
ପୋଲିସ୍ କମ୍ୟୁନିକେସନ୍ର ଅତିରିକ୍ତ SP ତ୍ରିନାଥ ମିଶ୍ରଙ୍କ ପାଖରୁ ମିଳିଛି କୋଟି କୋଟି ଟଙ୍କା ମୂଲ୍ୟର କାର୍ ଓ ବାଇକ୍। ୧ କୋଟି ୧୧ ଲକ୍ଷ ଟଙ୍କାର BMW X7 ସିରିଜ୍ର କାରକୁ ଭିଜିଲାନ୍ସ ଟିମ୍ ଠାବ କରିଛି।
ପୋଲିସ୍ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ପାଖରୁ ମିଳିଛି କୋଟି କୋଟି ଟଙ୍କା ମୂଲ୍ୟର କାର୍, ବାଇକ୍ ଓ ଆଖିଖୋସା ସମ୍ପତ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତ୍ରିନାଥଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ କରିଛି।
ଏଡିଏମ୍, ଯନ୍ତ୍ରୀଙ୍କ ପରେ ଏବେ ପୋଲିସ୍ ବାବୁଙ୍କ ଘରେ ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଛି। ପୋଲିସ୍ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ କଟକ, ଭୁବନେଶ୍ୱର, ଯାଜପୁର, କୋରାପୁଟରେ ଥିବା ଘରେ ଭିଜିଲାନ୍ସ ରେଡ୍ ହୋଇଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଛି। ୧୧ଟି ଯାଗାରେ ଭିଜିଲାନ୍ସ ଟିମ୍ ରେଡ୍ କରିଥିବା ଜଣାପଡ଼ିଛି।
ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ସମ୍ବଲପୁର ବିଦ୍ୟୁତ ବିଭାଗର ମୁଖ୍ୟ ଯନ୍ତ୍ରୀ ତଥା ମୁଖ୍ୟ ନିରୀକ୍ଷକ ସୁନିଲ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି ।
ଭିଜିଲାନ୍ସ ଜାଲରେ ରାଜ୍ୟ ସରକାରଙ୍କ ଆଉ ଜଣେ କୁବେର ବାବୁ। ଭିଜିଲାନ୍ସ ସୁନ୍ଦରଗଡ଼ ADM ବିଶ୍ୱଜିତ୍ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି।
ଭିଜିଲାନ୍ସ ଜାଲରେ ରାଜ୍ୟ ସରକାରଙ୍କ ଆଉ ଜଣେ କୁବେର ବାବୁ। ଭିଜିଲାନ୍ସ ସୁନ୍ଦରଗଡ଼ ADM ବିଶ୍ୱଜିତ୍ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମଲେଶ୍ୱରୀ ମିଲକ୍ ୟୁନିଅନ୍ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।
ଆଉ ଜଣେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍ । ରାଉରକେଲାର ଆସିଷ୍ଟାଣ୍ଟ କଲେରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଉଛି । ଆସିଷ୍ଟାଣ୍ଟ କଲେର ମନୋରଞ୍ଜନ ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି ।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗତକାଲି ଏକକାଳୀନ ୬ଟି ସ୍ଥାନରେ ଚଢ଼ଉ କରାଯାଇଥିଲା।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନୂଆପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ଆଜି ସକାଳୁ ସକାଳୁ ହୋଇଛି ଭିଜିଲାନ୍ସ ରେଡ୍ ।
ଜଣେ କୁବେର ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ୍ । ରାୟଗଡ଼ା ବିଇଓ ଅଫିସ୍ରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିଶିରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି । ଚଢ଼ାଉରୁ ବର୍ତ୍ତମାନ ସୁଦ୍ଧା ୪ କୋଟି ୭୩ ଲକ୍ଷ ୮୭ ହଜାର ଟଙ୍କାର ସଂପତ୍ତି ଠାବ ହୋଇଥିବା ସୂଚନା ।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ଓ OSAP ସିପାହୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ସିପାହୀଙ୍କ ସରକାରୀ ବାସଭବନ ସମେତ ୫ଟି ଜାଗାରେ ଏକକାଳୀନ ରେଡ୍ ଚାଲିଛି।