• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Vigilance Raid

Vigilance raids
CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍; ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ...

CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ଥିବା ୨ଟି ଘର ଓ ଜଗତସିଂହପୁର ପୈତୃକ ଘରେ ରେଡ୍ ଚାଲିଛି।

ASI Rajanikanta Das
ଭିଜିଲାନ୍ସ ପଞ୍ଝାରେ ପୋଲିସ ବାବୁ; ଟଙ୍କା ନେଇ ଗିରଫ ହେଲେ କୋଟଗଡ଼ ଥାନା ASI...

୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କବଜାରେ ପଡିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାର ଏଏସଆଇ ରଜନୀକାନ୍ତ ଦାସ। 

Vigilance Raid
ଟଏଲେଟ୍ ଫ୍ଲସରେ ଟଙ୍କା ବିଡା.. ଆଲିସାନ୍ ବଙ୍ଗଳାରୁ ବାହାରିଲା ହୀରା ହାର !

ରେଡ୍ ବେଳେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ବିପୁଳ ସଂପତ୍ତି ଦେଖି ତାଜୁବ ଭିଜିଲାନ୍ସ ।

Vigilance Raid
ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ବାବୁ; ଟଏଲେଟ୍‌ ଫ୍ଲସ୍‌ରୁ ମିଳିଲା ପୁଳା ପୁଳା ଟଙ୍କା !

ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୮ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଚାଲିଛି। 

Vigilance Raid
ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ, ୫ଟି ସ୍ଥାନରେ ଚାଲିଛି ଚଢ଼ାଉ

ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ରେଡ୍ ଜାରି ରହିଛି । ଏହି ଚଢ଼ାଉରେ ୪ ଜଣ DSP, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

Vigilance
କୋଟିଏରୁ ଅଧିକ ଟଙ୍କା ଖାଇଗଲେ ! ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍‌

ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ବର ନୀଳଗିରି ଡେପୁଟି କଲେକ୍ଟରଙ୍କ ଘରେ ରେଡ୍। କୋଟିଏ ଟଙ୍କାର ଅର୍ଥ ହଡ଼ପ ଅଭିଯୋଗରେ ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ।

Vigilance raid
ନବୀନ ସରକାରରେ ଅଫିସରଙ୍କ ଘରେ ଥିଲା ମିନି ରତ୍ନଭଣ୍ଡାର: ବିଜେପି

ବିଜେଡି ଅମଳରେ ଇଞ୍ଜିନିୟରଙ୍କ ବାଟ ଦେଇ ଚାଲିଥିଲା କି ଦୁର୍ନୀତି ? ୧୫ ଦିନରେ ଧରାପଡ଼ିଲେଣି ଚାରି ଚାରି ଜଣ କୁବେର ଯନ୍ତ୍ରୀ ।

Vigilance
ମହଙ୍ଗା ପଡ଼ିଲା ପର ଧନରେ କୁବେର ହେବାର ନିଶା; ବନ୍ଧା ହେଲେ କୋଟିପତି ବାବୁ

ବନ୍ଧା ହେଲେ କୋଟିପତି ଯନ୍ତ୍ରୀ। R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳି ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।

Vigilance raid
ଘର ନୁହେଁ ତ ମିନି ଜୁଏଲାରୀ ସପ୍, ପୂର୍ବତନ R & B ବିଭାଗର ମୁଖ୍ୟଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି ତାଜୁବ୍ ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ବାବୁ । ଘରୁ ମିଳିଲା ଦେଢ଼ କେଜିର ସୁନା ଅଳଙ୍କାର । ଦାମୀ ଗାଡ଼ି ଓ ଫ୍ଲାଟ୍ ସଂଖ୍ୟା ଜାଣି ସମସ୍ତେ ଆଶ୍ଚର୍ଯ୍ୟ ।

Vigilance raids
ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ; ରେଡ୍ ବେଳେ ମିଳିଲା ବିପୁଳ ସମ୍ପତ୍ତି

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । 

Vigilance Raid
ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ଏକକାଳୀନ ୮ଟି ସ୍ଥାନରେ ରେଡ୍‌

ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ ।

Vigilance Scanner
ମାଲଦାର ଯନ୍ତ୍ରୀଙ୍କର ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା; ଯେତେ ଖୋଳିଲେ ସେତେ ବାହାରୁଛି...

ଭିଜିଲାନ୍ସ ରେଡରୁ ଫିଟୁଛି ମାଲଦାର ଯନ୍ତ୍ରୀଙ୍କର ସମ୍ପତ୍ତି ପେଡି। OBCC ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥଙ୍କର ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ।

Vigilance raid
ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଇଞ୍ଜିନିୟର, ସଂପତ୍ତି ଜାଣିଲେ ହୋସ୍ ଉଡିଯିବ

ଭିଜିଲାନ୍ସ ଜାଲରେ ପଡିଛନ୍ତି ଆଉ ଜଣେ କୁବେର ଇଞ୍ଜିନିୟର । ଘର ଭିତରେ ସାଇତି ରଖାଯାଇଥିବା ସଂପତ୍ତି ଦେଖିଲେ ହୋସ୍ ଉଡିଯିବ ।

VIGILANCE
କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ଅଧିକାରୀ। କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ।

Vigilance
ସରକାରୀ ବାବୁଙ୍କୁ ଘାରିଛି କୁବେର ହେବାର ନିଶା; ଅମାପ ସଂପତ୍ତି ଠୁଳ କରି ଭିଜିଲାନ୍ସ ଜାଲରେ ବଡ଼ ମାଛ...

ସରକାରୀ ବାବୁଙ୍କୁ ଘାରିଛି କୁବେର ହେବାର ନିଶା । କିଏ ଠୁଳ କଲାଣି ପାହାଡ଼ ଉଚ୍ଚର କଳା ଟଙ୍କା ତ ଆଉ କାହାର ମାଳ ମାଳ ପ୍ଲଟ୍, ଫ୍ଲାଟ୍, ବହୁତଳ କୋଠା ।

Vigilance Raid
ଆନନ୍ଦପୁର ବ୍ୟାରେଜ ଡିଭିଜନ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ରେଡ୍, ଠାବ ହେଲାଣି ୮୫ ପ୍ଲଟ୍‌

ଓଡ଼ିଶା ସହ ପଶ୍ଚିମବଙ୍ଗରେ ଏବେ ଯାଏଁ ୮୫ଟି ପ୍ଲଟ ଠାବ ହେଲାଣି । ତା ଭିତରୁ କେବଳ ଜଳେଶ୍ବରରେ ୮୦ଟି ପ୍ଲଟ୍ ରହିଛି ।

Vigilance Raid
ଜେଲ୍ ଗଲେ ଜଟଣୀର ଯନ୍ତ୍ରୀ ମାଡାମ୍, ପାରାଦୀପ ଇଲିସି ଓ ବାଳକାଟୀ ଖାସି ପାଇଁ କରୁଥିଲେ ଡିମାଣ୍ଡ

ସପ୍ତାହ ଭିତରେ ଭିଜିଲାନ୍ସ ଜାଲରେ ପଡିଲେଣି ତିନି ତିନି ଜଣ ବଡ଼ ବାବୁ। ପ୍ରଥମେ ଲୋୟର ସୁକତେଲ ପ୍ରକଳ୍ପ ମୁଖ୍ୟ ଯନ୍ତ୍ରୀ ସୁନୀଲ କୁମାର ରାଉତ, ପରେ ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର ଏବଂ ଏବେ ପାଳି ପଡିଛି ଜଟଣୀ ବ୍ଲକ୍ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କର।

Vigilance Raid
ଅବସରକୁ ଥିଲା ୮ ମାସ, ଜାଲ ପକାଇଦେଲା ଭିଜିଲାନ୍ସ, ୫୨ ପ୍ଲଟ୍ ସହ ୫ ଆଲିସାନ୍ କୋଠା ଠାବ

ସପ୍ତାହକ ଭିତରେ ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ମାଛ । ୪ ଦିନ ତଳେ ଜଣେ ବରିଷ୍ଠ ଯନ୍ତ୍ରୀ ସୁନୀଲ ରାଉତଙ୍କ ଆଖି ତରାଟିଲା ଭଳି ଧନସଂପତ୍ତି ମିଳିଥିଲା ।

Vigilance Raid
ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର, ମାଳ ମାଳ ଘର ଓ ପ୍ଲଟ୍ ଠାବ

ବର୍ତ୍ତମାନ ସୁଦ୍ଧା ରେଡ୍‌ରୁ ରାମଚନ୍ଦ୍ର ମିଶ୍ରଙ୍କର ୩୦ରୁ ଅଧିକ ପ୍ଲଟ୍ ଥିବା ଠାବ ହୋଇଥିବା ସୂଚନା ମିଳିଛି ।

Vigilance Raid
ଲୋୟର ସୁକତେଲ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ଗିରଫ

ଯେଉଁଠି ଦାମୀ ଏରିଆ, ସେଇଠି ଯନ୍ତ୍ରୀ ସୁନୀଲ ବାବୁଙ୍କ ରହିଛି ପ୍ଲଟ । ଭୁବନେଶ୍ବର, ପୁରୀ, କଟକ ହେଉ ଅବା ଢେଙ୍କାନାଳ ସବୁଠି ବାବୁଙ୍କର ଏକର ଏକର ଜମି।

Vigilance Raid
ଲୋୟର ସୁକତେଲ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ଗିରଫ, ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା

ଯେଉଁଠି ଦାମୀ ଏରିଆ, ସେଇଠି ଯନ୍ତ୍ରୀ ସୁନୀଲ ବାବୁଙ୍କ ରହିଛି ପ୍ଲଟ । ଭୁବନେଶ୍ବର, ପୁରୀ, କଟକ ହେଉ ଅବା ଢେଙ୍କାନାଳ ସବୁଠି ବାବୁଙ୍କର ଏକର ଏକର ଜମି।

Vigilance Raid
ଇଞ୍ଜିନିୟରଙ୍କ ଅମାପ ସଂପତ୍ତି !

ଭୁବନେଶ୍ବରରେ ୨ଟି ଆଲିସାନ କୋଠା ଓ ପୁରୀରେ ୨ଟି ଫ୍ଲାଟ୍ । ଏଯାବତ୍ ଠାବ ହେଲାଣି ୩୪ ପ୍ଲଟ୍, ୯ଟି ସ୍ଥାନରେ ହୋଇଥିଲା ରେଡ୍ ।

Vigilance Raid
ଇଞ୍ଜିନିୟରଙ୍କ ଅମାପ ସଂପତ୍ତି ! ଯନ୍ତ୍ରୀଙ୍କ ଘର ଦ୍ୱାର ଦେଖି ଭିଜିଲାନ୍ସ ଟେରା

ଭୁବନେଶ୍ବରରେ ୨ଟି ଆଲିସାନ କୋଠା ଓ ପୁରୀରେ ୨ଟି ଫ୍ଲାଟ୍ । ଏଯାବତ୍ ଠାବ ହେଲାଣି ୩୪ ପ୍ଲଟ୍, ୯ଟି ସ୍ଥାନରେ ହୋଇଥିଲା ରେଡ୍ ।

Vigilance Scanner
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ; ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଚଢ଼ାଉ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ। 

Vigilance Scanner
ଭିଜିଲାନ୍ସ ଜାଲରେ ସ୍ବାମୀ-ସ୍ତ୍ରୀ: ବିଲ୍ ପାସ୍ ପାଇଁ ନେଉଥିଲେ ଲାଞ୍ଚ...

ସ୍ବାମୀଙ୍କ ସହ ଭିଜିଲାନ୍ସ ଜାଲରେ ପଡ଼ିଲେ ସରପଞ୍ଚ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁସୁବା ସରପଞ୍ଚ ମାମାଲି ସାମଲ ଓ ସ୍ୱାମୀ ଶିଶିର ସାମଲ ଭିଜିଲାନସ ହାବୁଡ଼ରେ ପଡ଼ିଛନ୍ତି।