ଡିସେମ୍ବର ୪ ତାରିଖରେ ଭାରତୀୟ ସେନା ଅପରେସନ ଟ୍ରାଇଡେଣ୍ଟ ଆରମ୍ଭ କରିଥିଲା । ଏବଂ ଭାରତୀୟ ସେନାର ପରାକ୍ରମ ଆଗରେ ପାକିସ୍ତାନ ସେନା ସେଦିନ ମୁଣ୍ଡ ନୁଆଁଇଥିଲା ।
୧୯୭୧ ମସିହା ଆରମ୍ଭରୁ ଯୁଦ୍ଧ ପରିସ୍ଥିତି ଦେଖାଦେଇଥିଲା । ୨୫ ମାର୍ଚ୍ଚ ୧୯୭୧ରେ, ପାକିସ୍ତାନର ସାମରିକ ଏକଛତ୍ରବାଦୀ ଶାସକ ୟାହିୟା ଖାନ ପୂର୍ବ ପାକିସ୍ତାନରେ ଜନସାଧାରଣଙ୍କ ଭାବନାକୁ ଦମନ କରିବା ପାଇଁ ସାମରିକ ବାହିନୀକୁ ନିର୍ଦ୍ଦେଶ ଦେଇଥିଲେ ।
ସ୍ଥାନୀୟ ଲୋକେ ନିୟାଜୀଙ୍କୁ ପିଟି ପିଟି ହତ୍ୟା କରିବାକୁ ଆଗେଇ ଆସିଥିଲେ । ଭାରତୀୟ ସେନାର ବରିଷ୍ଠ ଅଧିକାରୀମାନେ ନିୟାଜୀଙ୍କୁ ଚାରି ପଟୁ ସୁରକ୍ଷା ଦେଲେ । ଏହାସହ ସୁରକ୍ଷିତ ଭାବେ ସେଠାରୁ କର୍ଡନ କରି ତାଙ୍କୁ ଉଦ୍ଧାର କରିଥିଲେ ।
‘କାରିଗିଲ ଯୁଦ୍ଧବେଳେ ଆମକୁ ୩୦ ପ୍ରତିଶତ କମ୍ ବଜେଟ୍ରେ କାମ କରିବାକୁ ପଡ଼ିଥିଲା। କାରଗିଲ ଯୁଦ୍ଧ ସମୟରେ ଅଧିକ ଉଚ୍ଚରେ ଶତ୍ରୁପକ୍ଷର ମୁକାବିଲା ପାଁ ଆମ ପାଖରେ ଏପରି ଯୋତା ବା ପୋଷାକ ନ ଥିଲା ।’
ସେ ଥିଲେ ଘରର ବଡ ଆଉ ରୋଜଗାରିଆ ପୁଅ। ମାତ୍ର ୨୩ ବର୍ଷ ବୟସରେ ଯେଉଁ ବୀରତ୍ୱ ଦେଖାଇଛନ୍ତ ତାହା ବିରଳ। ଗୋଟିଏ ପରେ ଗୋଟିଏ ଗୁଳି ଭେଦି ଚାଲିଛି ଶରୀରରେ। ହେଲେ ଲକ୍ଷ୍ୟ ହାସଲ ପୂର୍ବରୁ ହାର ମାନି ନାହାନ୍ତି ଏଇ ବୀର ଓଡ଼ିଆ ଯବାନ।