ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି।
୨୦୧୭ର ଏକ କୋର୍ଟ ଅବମାନନା ମାମଲାରେ ସୁପ୍ରିମକୋର୍ଟଙ୍କ ଦଣ୍ଡାଦେଶ । ପଳାତକ ବିଜୟ ମାଲ୍ୟାଙ୍କୁ ୪ ମାସ ଜେଲ୍ ଦଣ୍ଡ ଶୁଣାଇଲେ ସୁପ୍ରିମକୋର୍ଟ ।
ସୁଇସ୍ ବ୍ୟାଙ୍କ ୟୁବିଏସ୍ ସହ ଦୀର୍ଘ ଦିନ ଧରି ଆଇନଗତ ଲଢ଼େଇ ଜାରି ରହିଥିବା ବେଳେ ମାଲ୍ୟାଙ୍କୁ ଏହି ଘର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଆଦେଶ ଉପରେ ରୋକ ଲଗାଇବାକୁ ମାଲ୍ୟା କୋର୍ଟରେ ଆବେଦନ କରିଥିବା ବେଳେ ତାଙ୍କ ଆବେଦନ କିନ୍ତୁ ଅଗ୍ରାହ୍ୟ ହୋଇଯାଇଛି।
ତାଙ୍କ ବିରୋଧରେ ଚାଲିଥିବା ମାମଲାରେ ଭାରତୀୟ ବ୍ୟାଙ୍କଗୁଡ଼ିକର ବିଜୟ ହୋଇଥିବାରୁ ଏଣିକି ସାରା ବିଶ୍ୱରେ ଥିବା ମାଲ୍ୟାଙ୍କ ସମସ୍ତ ସଂପତ୍ତି ଜବତ ହୋଇପାରିବ। ସଂପତ୍ତି ଜବତ ଲାଗି ଭାରତୀୟ ବ୍ୟାଙ୍କଗୁଡ଼ିକୁ ଅନୁମତି ଦେଇଛନ୍ତି କୋର୍ଟ।
ନୂଆଦିଲ୍ଲୀ: ମାଲ୍ୟା, ନିରବ ମୋଦି ଓ ଚୋକସିଙ୍କ ଠାରୁ ଜବତ ୯ ହଜାର କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ବ୍ୟାଙ୍କକୁ ହସ୍ତାନ୍ତର କରିଛି ଇଡି । ବିଭିନ୍ନ ବ୍ୟାଙ୍କକୁ ୩ ଜଣ ଯାକ ଠକିଥିବା ଅର୍ଥର ଏହା ୪୧ ପ୍ରତିଶତ ବୋଲି…