ପ୍ରାୟ ୩୩ କୋଟି ଟଙ୍କା ବ୍ୟୟ ଅଟକଳରେ ବ୍ରିଜର ନିର୍ମାଣ କାମ ନେଇଛି ଭଦ୍ରକର ଏକ ଘରୋଇ ସଂସ୍ଥା । ହେଲେ କାମର ମନ୍ଥର ଗତି ଏବଂ ଗ୍ରାଉଣ୍ଡର ସ୍ଥିତି କହୁଛି, ମାତ୍ର ୨୮୫ ମିଟରର ବ୍ରିଜ୍ କାମ ଆସନ୍ତା ବର୍ଷ ବି ସରିବ କି ନାହିଁ ସନ୍ଦେହ ।
ବର୍ଷା ଦିନ ଆସିଲେ ଗାଁକୁ ଯିବାକୁ ଇଚ୍ଛା କରୁନାହାନ୍ତି ଲୋକେ । ଯିଏ ଗାଁରେ ରହିଥାଏ ସିଏ ବାହାରିବାକୁ ବି ଚାହାନ୍ତି ନାହିଁ ।