ଗୁହାରି ପରେ ବି ଶୁଣିଲାନି ପ୍ରଶାସନ । ହଇରାଣ ହେଉଥିଲେ ଗାଁ ଲୋକେ...ମଣ୍ଡପରେ ବୈଠକ ହେଲା, ୧ ହଜାର ଲେଖାଏଁ ଆଦାୟ ହେଲା । ମହିଳା-ପୁରୁଷ ମିଶି ଏକାଠି ହେଲେ, ଗାଁକୁ ପକ୍କା ରାସ୍ତା କଲେ
ବାରମ୍ବାର ଦାବି ପରେ ବି ପ୍ରଶାସନ ନଶୁଣିବାରୁ ଲୋକେ ଏକାଠି ହୋଇ ଅସ୍ଥାୟୀ ରାସ୍ତା ନିର୍ମାଣ କରିଛନ୍ତି ।
ପ୍ରତିଦିନ ଏହି ରାସ୍ତାଦେଇ ଆଖପାଖ ଗାଁର ହଜାର ହଜାର ଲୋକ ଯିବାଆସିବା କରନ୍ତି। ନିର୍ବାଚନ ବେଳେ ମାଳ ମାଳ ନେତା ମନ୍ତ୍ରୀ ଏହି ରାସ୍ତା ଯାତାୟତ କରିଥାନ୍ତି। ହେଲେ ଭୋଟ୍ ମିଳିବା ପରେ ସବୁ ଓଲଟ ପାଲଟ୍ ହୋଇଯାଏ