ଟ୍ରାଫିକ ନିୟମ ଭାଙ୍ଗିବା ପରେ ଯେଉଁମାନେ ଜରିମାନା ଦେଉ ନାହାନ୍ତି ସେମାନଙ୍କୁ ଟାର୍ଗେଟ କରାଯାଇଛି। ଯେଉଁମାନେ ୫ ଥର ଟ୍ରାଫିକ୍ ନିୟମ ଭାଙ୍ଗି ଜରିମାନା ଦେଇ ନାହାନ୍ତି ସେମାନଙ୍କ ନାଁରେ ମାମଲା ରୁଜୁ କରାଯିବ।
ସୋସିଆଲ୍ ମିଡିଆ ୟୁଜର୍ସଙ୍କ ଅଭିଯୋଗ ମିଳିବା ପରେ ମୁମ୍ବାଇ ପୋଲିସ୍ ବିଗ୍ ବି ଅମିତାଭ ବଚ୍ଚନ ଓ ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଜଣାପଡ଼ିଛି।
କେତେବେଳେ କାର୍କୁ ରାସ୍ତାରେ ମଝିରେ ଆଣି ଚଲାଉଛନ୍ତି ତ ଆଉ କେତେବେଳେ କାର୍କୁ ହଠାତ୍ ସାଇଡ୍କୁ ନେଇ ଚଲାଉଛନ୍ତି। କଲେଜ ଛାତ୍ରଙ୍କ ଏଭଳି ବେପରୁଆ ଗାଡ଼ି ଚାଳନାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି।
ପୁଷ୍ପା ହଉ କି ପୁଷ୍ପରାଜ। ବିନା ହେଲ୍ମେଟ୍ରେ ସମସ୍ତଙ୍କ ଚାଲାଣ କଟିବ। ଏମିତି କିଛି ଅଭିନବ ଢଙ୍ଗରେ କୁହାଯାଇ ଲୋକଙ୍କୁ ଟ୍ରାଫିକ ନିୟମ ପାଳନ କରିବାକୁ ପରାମର୍ଶ ଦିଆଯାଇଛି।
ପୋଲିସ୍ ସମସ୍ତ ଗାଡ଼ିକୁ ଅଟକାଇ ଚେକିଂ କରୁଥିଲା। ହେଲେ ଲୋକମାନେ ପୋଲିସ ଗାଡିକୁ ଚେକିଂ କଲେ। ଫଳ ହେଲା ଓଲଟା। ଶେଷରେ ଲୋକଙ୍କ ଆକ୍ରୋଶର ଶିକାର ହେଲେ ପୋଲିସ।
ଗାଡି ଉଦଳାରେ, ହେଲେ ଚାଲାଣ କଟିଲା ମାଲକାନଗିରିରେ। ଗତକାଲି ବ୍ୟକ୍ତି ଜଣକ ଘରେ ଥିବା ବେଳେ ତାଙ୍କ ଗାଡ଼ି ନମ୍ବରରେ ୫୦୦ ଟଙ୍କାର ଚାଲାଣ କଟାଯାଇଥିବା SMS ଆସିଥିଲା। ଯାହା ଦେଖିବା ପରେ ସେ ତାଜୁବ୍ ହୋଇଯାଇଥିଲେ।