• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Violence

Hanuman Jayanti Violence, 10 police injured
ସମ୍ବଲପୁରରେ ହିଂସା: ୧୦ ପୋଲିସ ଆହତ

ଦୋକାନ ଜାଳିବା ସହ କାର୍, ବାଇକ ଭାଙ୍ଗିଛନ୍ତି ଲୋକେ। 

West Bengal violence
ହୁଗୁଳି ହିଂସା ପାଇଁ ଦାୟୀ କିଏ? ମୁହାଁମୁହିଁ ବିଜେପି ଓ ତୃଣମୂଳ କଂଗ୍ରେସ

ଉତ୍ତେଜନା ଓ ହିଂସାକାଣ୍ଡ ଏବେବି କୁହୁଳିବାରେ ଲାଗିଛି । ବେଳେବେଳେ ପାଉଁଶ ତଳର ନିଆଁ ନେଉଛି ଦାବାନଳର ରୂପ ।

Ram Navami clash in West Bengal
ରାମନବମୀ ପରଠୁ ଅଶାନ୍ତ ପଶ୍ଚିମବଙ୍ଗ : ନାକେଦମ ମମତା ବାନାର୍ଜୀ ସରକାର

ନିୟନ୍ତ୍ରଣକୁ ଆସୁନି ଉତ୍ତେଜନାପୂର୍ଣ୍ଣ ସ୍ଥିତି । ହାଓଡା ପରେ ହୁଗୁଳି ଜିଲ୍ଲାରେ ତୀବ୍ର ଉତ୍ତେଜନା ।

Municipalty Meeting
‘ବିଧାୟକଙ୍କ କଥା ବଡ଼ ହେଲେ କାମ..’

ୱାର୍ଡରେ ନାନା ସମସ୍ୟା ରହିଛି, ଏସମ୍ପର୍କରେ ବାରମ୍ବାର ଜଣାଇବା ପରେ ବି ସମାଧାନ ହେଉନଥିବା ଅଭିଯୋଗ କରି ପାଟିତୁଣ୍ଡ କରିଥିଲେ କାଉନସିଲର ମାନେ ।

Nepal vs Bangladesh Match
କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ୍ ବେଳେ ଗଣ୍ଡଗୋଳ; ନେପାଳ-ବାଂଲାଦେଶ ଖେଳାଳି ମୁହାଁମୁହିଁ

ଫୁଟବଲ ମ୍ୟାଚ୍ ବେଳେ ଅଭାବନୀୟ ସ୍ଥିତି। ଦୁଇ ଦେଶର ଖେଳାଳିଙ୍କ ମଧ୍ୟରେ ମୁଥ ମରାମତି, ଠେଲାପେଲା ଓ ଧସ୍ତାଧସ୍ତି।

Group Clash
ଜମି ବିବାଦକୁ ନେଇ ଦୁଇ ଗାଁ ମଧ୍ୟରେ ସଂଘର୍ଷ; ୨୨ ଆହତ, ୯ ଗୁରୁତର

ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଚରିଆବାଡ଼ରେ ଜମି ବିବାଦକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ସଂଘର୍ଷ ଘଟି ୨୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୯ଜଣଙ୍କ ଅବସ୍ଥା ଗୁରୁତର ରହିଛି।

Pakistan
ପାକିସ୍ତାନରେ ବିଗୁଡୁଛି ସ୍ଥିତି; ପୁଣି ନିର୍ବାଚନ କରିବାକୁ ଇମ୍ରାନ୍‌ଙ୍କ ଦାବି

ଇସଲାମାବାଦରେ ଇମ୍ରାନ୍ ଖାନ ପ୍ରବେଶ କରିବା ମାତ୍ରେ ସମର୍ଥକ ବିଭିନ୍ନ ସ୍ଥାନରେ ଜଳାପୋଡ଼ା କରିଛନ୍ତି । ମେଟ୍‌ରେ ଷ୍ଟେସନରେ ଇମ୍ରାନଙ୍କ ସମର୍ଥକ ନିଆଁ ଲଗାଇ ଦେଇଥିଲେ । ଦେଶରେ ସାଧାରଣ ନିର୍ବାଚନ କରିବାକୁ ଦାବି କରି ରାଲି କରୁଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ।

Violence
ପିଡିଏସ୍ ପାଇଁ ହାତାହାତି; ନାଏବ ସରପଞ୍ଚଙ୍କୁ ପିଟିବାକୁ ଗୋଡ଼ାଇଲେ ଲୋକେ

ଗାଁ ଗାଁରେ ପହଞ୍ଚାଇବି ପିଡିଏସ୍‌ ସାମଗ୍ରୀ। ପଞ୍ଚାୟତ ନିର୍ବାଚନ ବେଳେ ଏମିତି ପ୍ରତିଶ୍ରୁତି ଦେଇଥିଲେ ନବ ନିର୍ବାଚିତ ସରପଞ୍ଚ। ହେଲେ ଏବେ ସେ ସମ୍ପୂର୍ଣ୍ଣ ଅସହାୟ।

Ram Navami Violence
JNUରେ ଥମିନି ଉତ୍ତେଜନା ! ରାମ ନବମୀ ଶୋଭାଯାତ୍ରାରେ ପଥର ମାଡ଼, ଗଲା ନୀରିହ ଜୀବନ

ସୋମବାର ସକାଳୁ ଉଗ୍ରତା ଥମିଥିଲେ ବି ଉତ୍ତେଜନା ଜାରି ରହିଛି । ଉଭୟ ପକ୍ଷରୁ ବସନ୍ତକୁଞ୍ଜ ଥାନାରେ ଏତଲା ହୋଇଛି । ତେଣେ ଛାତ୍ରଛାତ୍ରୀଙ୍କୁ ଏଭଳି ହିଂସାରୁ ଦୂରେଇ ରହିବାକୁ ଚେତାବନୀ ଦେଇଛନ୍ତି ଜେଏନ୍‌ୟୁ କର୍ତ୍ତୃପକ୍ଷ ।

Uttar Pradesh Violence
ଉତ୍ତର ପ୍ରଦେଶ: ଥମୁନି ହିଂସା, ଏବେ ସୁଦ୍ଧା ୬ ଜଣଙ୍କ ଜୀବନ ଗଲାଣି

ଆନ୍ଦୋଳନରତ କୃଷକଙ୍କ ଉପରେ ଏସ୍‌ୟୁଭି ଚଢ଼ାଇ ହତ୍ୟା ଅଭିଯୋଗ ପରେ ହିଂସାକାଣ୍ଡ । ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖେରିରେ ଦେଖିବାକୁ ମିଳିଛି ବ୍ୟାପକ ହିଂସା । ହିଂସାକାଣ୍ଡରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି ।