ଏଭଳି ଘଟଣାର ପୂର୍ବାଭାସ କେମିତି ପାଇ ପାରିନଥିଲା ଗୁଇନ୍ଦା ବିଭାଗ ?
ସମ୍ବଲପୁର ସହରର ଅଇଁଠାପାଲି ସମେତ ସମସ୍ତ ପ୍ରବେଶ ପଥକୁ ସିଲ୍ କରିଛି ପୋଲିସ।
ଆଜି ହନୁମାନ ଜୟନ୍ତୀରେ ସମ୍ବଲପୁର ସହରରେ ବାହାରିବ ଶୋଭାଯାତ୍ରା। ଯେଉଁ ରାସ୍ତା ଦେଇ ଶୋଭାଯାତ୍ରା ଯିବ ସେସବୁ ଅଞ୍ଚଳରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦିନକ ପୂର୍ବରୁ ସହରରେ ଅଶାନ୍ତ ପରିସ୍ଥିତି ଉପୁଜିଥିବାରୁ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।
ଦିଲ୍ଲୀ ପୋଲିସ ପକ୍ଷରୁ ଡ୍ରୋନ୍ ସହାୟତାରେ ତୀକ୍ଷ୍ଣ ନଜର ରଖାଯାଇଛି । ଜାମା ମସ୍ଜିଦ ଅଞ୍ଚଳରେ ପୋଲିସ ଡ୍ରୋନ୍ ଉଡ଼ାଇ ସ୍ଥିତି ଉପରେ ନଜର ରଖିଛି ।
ଦିଲ୍ଲୀ ଜାହାଙ୍ଗୀରପୁରୀ ଅଞ୍ଚଳର ସାମ୍ପ୍ରଦାୟିକ ହିଂସା ମାମଲାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ସେ ନିର୍ଦ୍ଦେଶ ଦେଲେ ଶାହା