କେହି କେହି ଉକ୍ତ ଗାଡ଼ି ଡ୍ରାଇଭର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କହିଛନ୍ତି । କାରଣ ଏହା ଧର୍ମିୟ ଭାବନାକୁ ଆଘାତ ପହଞ୍ଚାଇଛି ।
ଭାଇରାଲ୍ ହେଉଛି ଲୋମଟାଙ୍କୁରା ଭିଡିଓ। ଜଣେ ଯାତ୍ରୀ ଟ୍ରେନ୍ରୁ ଖସି ପଡୁଥିଲେ। ଗୋଟିଏ ମୁହୂର୍ତ୍ତ ବି ଡେରି ହୋଇଥିଲେ ଚାଲିଯାଇଥାନ୍ତା ଜୀବନ। ସେଠାରେ ଥିବା ଜଣେ ରେଲ୍ୱେ ପୁଲିସ୍ ତାଙ୍କ ପାଖକୁ ଦୌଡିଗଲେ ଆଉ ତାଙ୍କୁ ଟ୍ରେନ୍ ଭିତରକୁ ଠେଲିଦେଲେ।
ରେଳ ଟ୍ରାକ୍ରେ ପଡିଗଲେ ଯୁବକ। ଟ୍ରେନ୍ ଆସି କ୍ଷିପ୍ର ଗତିରେ ତାଙ୍କ ଉପରେ ଚାଲିଗଲା। ଯୁବକଙ୍କ ଉପସ୍ଥିତ୍ ବୁଦ୍ଧି ଯୋଗୁଁ ବଞ୍ଚିଗଲେ। ଭାଇରାଲ୍ ହେଉଛି ଏହି ଭିଡିଓ।
ଚକ୍ରି ଦୋଳିରେ ଲୋକମାନେ ବସି ମସ୍ତି କରୁଥିବା ବେଳେ ଦୋଳିଟି ହଠାତ୍ ଦ୍ରୁତ ଗତିରେ ଉପରୁ ତଳକୁ ଖସି ପଡ଼ିଥିଲା। ଏହାପରେ ଜୀବନ ବଞ୍ଚାଇବା ପାଇଁ ଲୋକମାନେ ଜୋରରେ ଚିତ୍କାର କରିଥିଲେ।
ଇଚ୍ଛା ଶକ୍ତି ଆଗରେ ହାର ମାନିଲା ଆର୍ଥିକ ପରିସ୍ଥିତି। ରାସ୍ତା କଡରେ ଠେଲାରେ ଗୁପଚୁପ ବିକି ନିଜ ପାଠ ଖର୍ଚ୍ଚ ନିଜେ ଉଠାଉଛି ଏଇ ଝିଅ। ସୋସିଆଲ ମିଡ଼ିଆରେ ଭାଇରାଲ ହେଲା ଭିଡ଼ିଓ
ଝିଅ ଜନ୍ମ କରି ନିଜକୁ ଧନ୍ୟ ମନେ କରୁଛନ୍ତି ବାପା-ମାଆ। ଏମିତିକି ଝିଅର ପାଦକୁ କ୍ଷୀରରେ ଧୋଇଲେ...ପରେ ସେହି କ୍ଷୀରକୁ ପିଇଲେ ବାପା-ମାଆ...ଆଉ କହିଲେ...
ସ୍ୱାମୀଙ୍କ ନିର୍ଯାତନର ଶିକାର ହୋଇଛନ୍ତି ପଞ୍ଜାବରେ କ୍ଷମତାସୀନ ଆପ୍ର ବିଧାୟିକା ବଲଜିନ୍ଦର କୌର। ଘର ଅଗଣାରେ ବଲିଜନ୍ଦରଙ୍କୁ ମାଡ଼ ମାରିଛନ୍ତି ତାଙ୍କ ସ୍ୱାମୀ।
ସାଧାରଣତଃ ଗୋଟିଏ ବାଇକ୍ରେ କେବଳ ୨ ଜଣ ବସିବାର ନିୟମ ରହିଛି। ବେଳେବେଳେ ଜରୁରୀକାଳୀନ ପରିସ୍ଥିତିରେ ୩ ଜଣ ବସିବା ସମସ୍ତେ ଦେଖିଥିବେ। ତେବେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଥିବା ଏକ ଭିଡିଓରେ ଗୋଟିଏ ବାଇକ୍ରେ ୭ ଜଣ ବସିଥିବା ଦେଖାଯାଏ।
ହାପ୍ ପ୍ୟାଣ୍ଟ ପିନ୍ଧି ମାଲିସ୍ ଖାଉଛନ୍ତି ରେଞ୍ଜର
ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ, ଯେଉଁଠି ଦୁଇଟି ବିରାଟାକାୟ ଗୋଧି ରାସ୍ତା ମଝିରେ କୁସ୍ତି ଲଢ଼ୁଛନ୍ତି ।
ଏକ ଦମ୍ପତି ନିଜ ଝିଅର ବିଦାୟ ପୂର୍ବରୁ ତାଙ୍କ ପାଦକୁ କ୍ଷୀରରେ ଧୋଇ ପିଇ ଦେଉଛନ୍ତି। ପାଦଚିହ୍ନ ନେଇ ଏହାକୁ ଏକ ସୁନ୍ଦର ସ୍ମୃତି ଭାବରେ ଘରେ ରଖୁଛନ୍ତି। ଏହି ଭାଇରାଲ୍ କ୍ଲିପ୍ ଦେଖିବା ପରେ ଲୋକମାନେ ସେମାନଙ୍କର ଭିନ୍ନ ମତ ଦେବା ଆରମ୍ଭ କରିଛନ୍ତି। ତେବେ ଆସନ୍ତୁ ଦେଖିବା ଏହି ଭାଇରାଲ୍ ଭିଡିଓ ବିଷୟରେ ଲୋକଙ୍କ ମତାମତ କ’ଣ?
ଦୋସା ପ୍ରେମୀଙ୍କ ପାଇଁ ଖୁସି ଖବର। ଘରେ ସହଜରେ ତିଆରି କରି ଖାଇପାରିବେ ଦୋସା। ବଜାରକୁ ଆସିଯାଇଛି ଦୋସା ପ୍ରିଣ୍ଟର। ମୁହୂର୍ତ୍ତକରେ ତିଆରି କରିଦେଉଛି ଦୋସା।
ଅଭିନେତା ବାବୁସାନଙ୍କ ପତ୍ନୀ ତୃପ୍ତି ଏବଂ ଶ୍ୱଶୁର ଲଳିତ ଶତପଥୀଙ୍କ ବିରୋଧରେ ଭୁବନେଶ୍ୱର କୋର୍ଟରେ ଦାୟର କରିଛନ୍ତି ୫ କୋଟିର ମାନହାନି ମୋକଦ୍ଦମା ।
କଥାରେ ଅଛି ରାଗ ହେଉଛି ବ୍ରହ୍ମ ଚଣ୍ଡାଳ । ସେଇ ରାଗ ହିଁ ମଣିଷର ସବୁଠୁ ବଡ଼ ଶତ୍ରୁ ।
ଏମିତି ଏକ ମହିଳାଙ୍କ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ମହିଳା ଜଣଙ୍କ ସାଙ୍ଗରେ ଦୁଇଟି କୋମଳମତୀ ଶିଶୁଙ୍କୁ ଧରି ଖରାତରାରେ ଫୁଡ୍ ଡେଲିଭରି କରୁଛନ୍ତି ।
ଗୋଟିଏ କି ଦୁଇଟି ବତକ ନୁହେଁ, ଶହ ଶହ ବତକ ରାସ୍ତା ମଝିକୁ ଚାଲି ଆସିଲେ । ଆଉ ଗାଡ଼ିକୁ ଅଟକାଇଦେଲେ । ଏମିତିକି ଗାଡ଼ି ଚାରିପଟେ ବେଢ଼ିଗଲେ ।
ଜଣେ ହତ୍ୟା ଅଭିଯୁକ୍ତ ପୋଲିସ୍ ଭ୍ୟାନ୍ ଭିତରେ ବସି ଜନ୍ମଦିନ ପାଳୁଥିବା ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି। ସମର୍ଥକମାନେ ସାଙ୍ଗରେ କେକ୍ ଆଣିବା ସହ ଭ୍ୟାନ୍ ଭିତରେ ବସିଥିବା ଅଭିଯୁକ୍ତ ରୋଶନ ଝା’ଙ୍କୁ ଏହାକୁ କାଟିବା ପାଇଁ କହିଥିଲେ।
ସାମ୍ପ୍ରଦାୟିକ ଦଙ୍ଗା ସତ୍ତ୍ୱେ ଆଜି ବି ଭାରତରେ ରହିଛି ଭାଇଚାରା। ସୋସିଆଲ୍ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେଉଛି। ଜଣେ ମୁସଲମାନ ମା’ ତାଙ୍କ ପୁଅକୁ କରିଛନ୍ତି କୁନି କୃଷ୍ଣ।
ସୋସିଆଲ ମିଡିଆରେ ଭାଇରାଲ ହେଲା ପୋଲିସ ଅଧିକାରୀଙ୍କ ନାଗିନ୍ ଡ୍ୟାନ୍ସ ।
ଗୁଡ଼ଗାଓଁରେ ରହୁଥିବା ବବି କଟାରିଆଙ୍କ ଇନ୍ଷ୍ଟାଗ୍ରାମ ପେଜ୍ରେ ୬ ଲକ୍ଷରୁ ଉର୍ଦ୍ଧ୍ୱ ଫଲୋଅର୍ସ ରହିଛନ୍ତି । ଆଇପିସି ଓ ଆଇଟି ଆକ୍ଟ ଅଧିନରେ ତାଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ।
ଭାରତୀୟଙ୍କ ପାଇଁ ଜାତୀୟ ସଂଗୀତ ପରିବେଷଣ କଲେ ପାକିସ୍ତାନୀ କଳାକାର। ‘ଜନ ଗଣ ମନ’କୁ ବଜେଇ ସେ ଭାରତୀୟଙ୍କ ପ୍ରୀୟ ହୋଇଯାଇଛନ୍ତି। ପ୍ରତି ଭାରତୀୟଙ୍କ ପାଖରୁ ଛୁଟୁଛି ପ୍ରଶଂସାର ସୁଅ।
ଜଣେ କୁନି ଶିଶୁୁକୁ ନାଗ ସାପ ଚୋଟ ମାରିବା ପୂର୍ବରୁ ହିଁ ତା ମା’ ତାକୁ ଟାଣି ଆଣି ଜୀବନ ବଞ୍ଚାଇ ଦେଉଛନ୍ତି। ଫଳରେ ଏକ ନିଶ୍ଚିତ ଅଘଟଣରୁ ନିଜ ପୁଅକୁ ବଞ୍ଚାଇ ପାରିଛନ୍ତି ମହିଳା ଜଣକ।
ତ୍ରିରଙ୍ଗା ଯାତ୍ରା ସମୟରେ ଏକ ଗାଈ ହଠାତ ପସି ଯାଇ ଗୁଜୁରାଟ୍ ପୂର୍ବ ଉପମୁଖ୍ୟମନ୍ତ୍ରୀଙ୍କୁ ଧକ୍କା ମାରିଥିଲା ।
ଘରର ସେ ଏକମାତ୍ର ରୋଜଗାରିଆ ହୋଇଥିବା କାରଣରୁ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଏମିତି ବୁଲି ବୁଲି କରୁଛନ୍ତି ପାମ୍ପଡ ବେପାର ।