• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Visakhapatnam Couple

Woman Attends Exam In Bride Cloth
Woman Takes Exam On Wedding Day: ବିବାହର ତିନି ଘଣ୍ଟା ପରେ ବାହା ପୋଷାକରେ ପରୀକ୍ଷା ଦେଲେ ନବବଧୂ

ପ୍ରଥମେ ବିବାହ ବେଶଧାରୀ ମମତାଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପାଇଁ କଲେଜ କର୍ତ୍ତୃପକ୍ଷ ବାରଣ କରିଥିଲେ । କିନ୍ତୁ କଲେଜ କର୍ତ୍ତୃପକ୍ଷ ପରେ ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏହାପରେ ତାଙ୍କୁ ପରୀକ୍ଷା ଦେବାପାଇଁ ଅନୁମତି ଦିଆଯାଇଥିଲା ।

Visakhapatnam couple has twins same day
ଭାଗ୍ୟଲକ୍ଷ୍ମୀଙ୍କ ଉପରେ ପ୍ରସନ୍ନ ହେଲେ ଭାଗ୍ୟଦେବୀ : ଆଇଭିଏଫ୍ ପଦ୍ଧତିରେ ଯାଆଁଳା ସନ୍ତାନର ମା’ ହେଲେ

ବିଶାଖାପାଟନମର ଭାଗ୍ୟଲକ୍ଷ୍ମୀଙ୍କ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର ହୋଇଥିଲେ ମଧ୍ୟ ଆଇଭିଏଫ୍ ପଦ୍ଧତିରେ ସେ ଦୁଇଟି ଯମଜ ଶିଶୁର ମା’ ହୋଇଛନ୍ତି । ୨୦୧୯ ମସିହାରେ ସେପ୍ଟେମ୍ବର ୧୫ ତାରିଖରେ ଗୋଦାବରୀ ନଦୀରେ ଡଙ୍ଗାବୁଡି ୫୦ରୁ ଅଧିକ ଲୋକଙ୍କ ଜୀବନ ଯାଇଥିଲା । ଏଥିରେ ଭାଗ୍ୟଲକ୍ଷ୍ମୀ ତାଙ୍କର ଦୁଇ କୁନି ଝିଅଙ୍କୁ ହରାଇବା ସହ ୧୧ଜଣ ସମ୍ପର୍କୀୟଙ୍କୁ ହରାଇଥିଲେ ।