ଯାତ୍ରୀମାନଙ୍କୁ ଉନ୍ନତ ସୁବିଧା ଯୋଗାଇବା ପାଇଁ ଭାରତୀୟ ରେଳ ନିରନ୍ତର ପ୍ରୟାସ ଜାରି ରଖିଛି । ଏହି କ୍ରମରେ ଭାରତୀୟ ରେଳ ନଆ ଭିଷ୍ଟାଡୋମ୍ କୋଚ୍ ପ୍ରସ୍ତୁତ କରିଛି । ଯାହା କି ଏବେସୁଦ୍ଧା ଭାରତର ସବୁଠାରୁ ଅତ୍ୟାଧୁନିକ ବା ହାଇ-ଟେକ୍ ରେଳ କୋଚ୍ । ଏପ୍ରିଲ ୧୧ରୁ ପଶ୍ଚିମ ରେଳ ଜୋନର ଟ୍ରେନ ନମ୍ବର 12009/10 ମୁମ୍ବାଇ ସେଣ୍ଟ୍ରାଲ-ଗାନ୍ଧିନଗର ଶତାବ୍ଦୀ ଏକ୍ସପ୍ରେସରେ ଏହି କୋଚ ଯୋଡ଼ାଯାଇଛି ।
ଏପ୍ରିଲ ୧୧ରୁ ପଶ୍ଚିମ ରେଳ ଜୋନର ଟ୍ରେନ ନମ୍ବର 12009/10 ମୁମ୍ବାଇ ସେଣ୍ଟ୍ରାଲ-ଗାନ୍ଧିନଗର ଶତାବ୍ଦୀ ଏକ୍ସପ୍ରେସରେ ଏହି କୋଚ ଯୋଡ଼ାଯାଇଛି ।
ଅନ୍ୟ ଏକ ସଫଳତା ଭାରତୀୟ ରେଳବାଇର ଖାତାରେ ଯୋଡିହୋଇଛି। ଏହାକୁ ଭିସ୍ତାଡୋମ୍ କୋଚ୍ ଡିଜାଇନ୍ କରିଛି, ଯାହା ଟ୍ରେନରେ ଯାତ୍ରାକୁ କେବଳ ଆରାମଦାୟକ ନୁହେଁ ସ୍ମରଣୀୟ ମଧ୍ୟ କରିବ।