• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Visually Impaired Woman

Visually-impaired woman
ଆଖିକୁ ଦିଶୁନି : ଭୋକ ହେବାରୁ କୁକୁର ଛୁଆକୁ କ୍ଷୀର ପିଆଇଲା ମାଆ

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓକୁ ନେଇ ଏବେ ସବୁଠି ଭାରି ଚର୍ଚ୍ଚା । ଭାଇରାଲ ହେଉଥିବା ଭିଡିଓକୁ ସୋସିଆଲ ମିଡିଆ ପ୍ଲାର୍ଟଫର୍ମ ଇନଷ୍ଟାଗ୍ରାମରେ ଇନ୍ସପାୟର ନେଚର ନାମକ ପେଜରୁ ସେୟାର କରାଯାଇଛି । ଭିଡିଓରେ ଦେଖିବାକୁ ମିଳିଛି ଜଣେ ମହିଳା ଓ ପୁରୁଷ ରାସ୍ତା ଉପରେ ବସିଛନ୍ତି । ତାଙ୍କ ପଛପାର୍ଶ୍ୱରେ ଲୋକେ ଯିବା ଆସିବା କରୁଛନ୍ତି । ଉଭୟ ପୁରୁଷ ଓ ମହିଳାଙ୍କ ଦୃଷ୍ଟିଶକ୍ତି ନଥିବା ଭିଡିଓରେ ଦେଖିବାକୁ ମିଳୁଛି।