ଆସନ୍ତା କିଛି ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ । ଏବେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ତେଣୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।