ମହାନଦୀର ନୀଳ ଜଳରାଶିରେ ବିଭିନ୍ନ ପ୍ରକାର ଜଳକ୍ରୀଡ଼ାର ମଜା ନେଉଛନ୍ତି ଲୋକେ ।
ଏଣିକି ପର୍ଯ୍ୟଟକ ଏଠାକୁ ଆସିଲେ କେବଳ ଯେ, ଡ୍ୟାମ ବୁଲି ମଜା ନେବେ ତା ନୁହେଁ, ଡ୍ୟାମ୍ ବୁଲିବା ସହ ଏଥିରେ ସ୍ପିଡ୍ ବୋଟିଂର ବି ମଜା ନେଇପାରିବେ ।