• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather

Thunderstorm
Kalabaisakhi Warning Odisha: ଆଜି ବି ରାଜ୍ୟରେ ତାଉ ଦେଖାଇପାରେ କାଳବୈଶାଖୀ: ୧୩ ଜିଲ୍ଲାକୁ ୱାର୍ଣ୍ଣିଂ

ଆଜି ପ୍ରବଳ ବର୍ଷା, ଘଡଘଡି ଓ ବିଜୁଳି ନେଇ ୫ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସତର୍କ କରା ଯାଇଥିବା ଜିଲ୍ଲା ଗୁଡିକରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Black Clouds Blanket Bhubaneswar, Plunging City into Darkness
ଅନ୍ଧାର ହେଲା ଭୁବନେଶ୍ୱର

ଅନ୍ଧାର ହେଲା ଭୁବନେଶ୍ୱର ଭୁବନେଶ୍ୱରରେ ଘୋଟି ଆସିଲା କଳାହାଣ୍ଡିଆ ମେଘ । ଅନ୍ଧାର ହୋଇଗଲା ରାଜଧାନୀ ।

Kalbaisakhi Alert Odisha 2024
Kalbaisakhi Alert Odisha 2024: ଆଜି ତାଣ୍ଡବ ରଚିବ କାଳବୈଶାଖୀ; ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି...

ଘଡ଼ଘଡ଼ି ବର୍ଷା ସହ କିଛି ସ୍ଥାନରେ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ୪ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି।

weather
Intense Odisha Heatwave Warning: ୩ ଦିନ ତାତିରୁ ନାହିଁ ତ୍ରାହି; ଆଜି ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୩ ଦିନ ଯାଏ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଆଜି ପାଇଁ ୧୩ ଜିଲ୍ଲାକୁ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Rain
Cyclone and Rain Warning in Odisha: ଆଜି ହେବ ଝଡ଼ବର୍ଷା; ୯ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

ଆଜି ରାଜ୍ୟରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ହେବ। ଏଥିପାଇଁ ପାଣିପାଗକେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼। ବାକିଥିବା ସମସ୍ତ ୨୧ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

weather
Cyclonic Weather in Odisha: ଆଜି ଏହି ସବୁ ଜିଲ୍ଲାରେ ହେବ ଝଡ଼ ଝଡ଼ତୋଫାନ; ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ କିଛି ଜିଲ୍ଲାରେ ଝଡ଼ତୋଫାନ ହେବ। କିଛି କିଛି ସ୍ଥାନରେ ୩୦ରୁ ୫୦ କିମି ବେଗରେ ପବନ ବହିବାରସମ୍ଭାବନା ରହିଛି । ଏଥିପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି।

Heat Weave
Odisha Heatwave Alert: ୪ ଦିନ ତାତିରୁ ନାହିଁ ତ୍ରାହି; ଆଜି ଏହି ଜିଲ୍ଲାରେ ପାରା ଛୁଇଁପାରେ ୪୭ ଡିଗ୍ରୀ

ଉପକୂଳ ଓଡ଼ିଶାରେ ପଶ୍ଚିମ ଓଡ଼ିଶା ଅପେକ୍ଷା ତାତି ସାମାନ୍ୟ କମ୍ ରହିବ। ଖରା କମିଲେ ବି ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ଆସନ୍ତା ୨୬ ତାରିଖ ଯାଏ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

weather
Odisha Heatwave Alert: ଆଜିଠୁ ପାରଦ ଉପରମୁହାଁ; ବଢ଼ିବ ତାତି

ଗତକାଲି ରାଜ୍ୟରେ ୪୩ ଡିଗ୍ରୀ ପାର କରିଥିଲା ପାରଦ। ୪୦ ଡିଗ୍ରୀ ଉପରେ ରହିଥିଲା ୧୧ ସହରର ତାପମାତ୍ରା। ୪୩ ଦଶମିକ ୫ ଡ଼ିଗ୍ରୀ ସହ ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।

Weather
Kalabaisakhi Alert in Odisha: ୨୦ ଯାଏଁ କାଳବୈଶାଖୀ !; ଆଜି ୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ରାଜ୍ୟରେ କାଳବୈଶାଖୀ ହେବ। ବର୍ଷା ସହ ପବନ ହେବ। ଆଜି ପାଇଁ ୭ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର ଏବଂ ବାଲେଶ୍ୱର ।

Weather
Kalbaishakhi Rainfall Alert in Odisha:୪ ଦିନ ହେବ ଝଡ଼ବର୍ଷା;୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ବର୍ଷା ଓ ପବନ ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପଶ୍ଚିମ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୯ ତାରିଖରୁ ଶୁଖିଲା ରହିବ ପାଗ। ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି କହିଛି ପାଣିପାଗ କେନ୍ଦ୍ର।

Rain
Petrichor Evokes Memories: ବର୍ଷାର ପହିଲି ଛୁଆଁରେ କାହିଁକି ମତୁଆଲା ହୁଏ ମାଟି ? କେଉଁଠୁ ଆସେ ଏ ଭିଜା ମାଟିର ମିଠା ମିଠା ବାସ୍ନା ?

ଯେତେବେଳେ ମେଘ ବରଷିବା ଆରମ୍ଭ ହୁଏ, ପରିବେଶ ଥଣ୍ତା ହୋଇଯାଏ । ଲାଗେ ଯେମିତି ଏ ବାୟୁମଣ୍ଡଳ ଆଶ୍ୱସ୍ତିର ନିଃଶ୍ୱାସ ନେଉଛି । ଗରମରେ ଛଟପଟ ହେଉଥିବା ଲୋକଙ୍କ ପାଇଁ ବି ଅପୂର୍ବ ଶାନ୍ତି ଆଣି ଦେଇଥାଏ ଏହି ବର୍ଷା । ତେବେ ଏହା ପଛରେ କେବଳ ଥଣ୍ଡା ପବନ ନୁହେଁ, ଏକ ବୈଜ୍ଞାନିକ କାରଣ ଲୁଚି ରହିଛି ।

Rain
Weather Update: ତାତିରୁ ମିଳିବ ଆଶ୍ୱସ୍ତି; ଆଜିଠୁ ସପ୍ତାହେ ଯାଏ ଛେଚିବ

ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ  କେନ୍ଦ୍ର।

Weather Updates | IMD Forecasts Thunderstorms, Heavy Rain In Odisha For the Next 2 Days
୨ ଦିନରେ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ଦୁଇ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ!

weather
Weather Update: ୪ ତାରିଖ ଯାଏଁ ତାଣ୍ଡବ ରଚିବ କାଳବୈଶାଖୀ;୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ରାଜ୍ୟରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୩୦ରୁ ୪୦, ଅନ୍ୟ କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୩ ଦିନ ପ୍ରବଳ ବର୍ଷିବ
Weather Update: ତାତିରେ ଲାଗିବ ବ୍ରେକ୍, ୫ ଦିନ ଯାଏଁ ତାଣ୍ଡବ ରଚିବ କାଳବୈଶାଖୀ

କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨-୩ ଡିଗ୍ରୀ ଯାଏ କମିପାରେ ବୋଲି ପାଣିପାଗ ବିଭାଗ କହିଛି ।

Weather
Odisha Weather Update: ତାତିରୁ ମିଳିବ ଆଶ୍ୱସ୍ତି, ରାଜ୍ୟରେ ବିଭିନ୍ନ ସ୍ଥାନରେ ହେବ ବର୍ଷା !

ଏପ୍ରିଲ୍ ପହିଲାରୁ ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତା ୨, ୩ ଓ ୪ ତାରିଖରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। 

୩ ଦିନ ହିଟ୍‌ୱେଭ୍‌ ୱାର୍ଣ୍ଣିଂ
Heat Wave Warning: ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍‌ୱେଭ୍‌ ୱାର୍ଣ୍ଣି, ୪୦ ଡିଗ୍ରୀରୁ ଅଧିକ ରହିପାରେ ତାପମାତ୍ରା

ଆଗାମୀ ୩ ଦିନରେ ଦିନ ସମେତ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ । ଏହାପରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ତେବେ ଆସନ୍ତାକାଲି କେତେକ ସ୍ଥାନରେ ୪୦ କିମ୍ବା ତା ଠାରୁ ଅଧିକ ତାପମାତ୍ରା ରହିପାରେ ।

Weather
Weather Update: ଆଜିଠୁ ବଢିବ ତାପମାତ୍ରା, ଉପରମୁହାଁ ହେବ ପାରଦ

ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିଲା। ୪୦ ଡିଗ୍ରୀ ତଳେ ରହିଥିଲା ସବୁ ସହରର ପାରଦ। ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡ ରଚିଥିଲା

thunderstorm
Weather Updates: ଆଜି ବି ହେବ କାଳବୈଶାଖ; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଓ ଆସନ୍ତାକାଲି ପରେ ତାପମାତ୍ରା କ୍ରମଶଃ ବୃଦ୍ଧି ଘଟିବ । ଆଜି ପାଇଁ ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରାଯାଇଛି। ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Weather Updates
Weather Updates: କାଳ ସାଜି ଦୁଃଖ ଆଣିଦେଲା କାଳବୈଶାଖୀ; ଦେଇଗଲା କ୍ଷତି-କ୍ଷତ...

ଅଚାନକ ଘୋଟି ଆସିଲା କଳାହାଣ୍ଡିଆ ମେଘ। ସାଇଁ ସାଇଁ ଗର୍ଜନ କରି ବହିଲା ପ୍ରଳୟଙ୍କାରୀ ପବନ। ତୁହାକୁ ତୁହା ବର୍ଷିଲା। ଆକାଶରୁ ଖସିଲା କୁଆପଥର। 

boudh
Heatwave Hotspot Boudh: ହିଟୱେଭର ନୂଆ ହଟସ୍ପଟ ପାଲଟିଛି ବୌଦ୍ଧ, ଭାଙ୍ଗିବ ଟିଟିଲାଗଡର ରେକର୍ଡ!

ଦିନ ଥିଲା, ହିଟୱେଭର ହଟସ୍ପଟ୍ ପାଲଟିଥିଲା ଟିଟିଲାଗଡ଼। କିଏ ୟାକୁ କହୁଥିଲା ତତଲାଗଡ଼ ତ ଆଉ କିଏ ଟିଟିଲାଗଡ଼ ଉପରେ ଗୀତ ରଚନା କରିଥିଲେ। ହେଲେ ତାପମାତ୍ରାର ସର୍ବକାଳୀନ ରେକର୍ଡ ଭାଙ୍ଗି ଏକଦା ୫୦ ଡିଗ୍ରୀ ଟପିଥିବା ଟିଟିଲାଗଡ଼ ଆଉ ଆଗ ଭଳି ନାହିଁ।

Weather
Weather Update: ତାତିରୁ ମିଳିବ ଆଶ୍ୱସ୍ତି; କାଲିଠୁ ପାଗରେ ପରିବର୍ତ୍ତନ!

ଆଜି ପାଇଁ ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ ଏବଂ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଉପକୂଳ ଓଡ଼ିଶାରେ କାଲିଠୁ ପାଗରେ ପରିବର୍ତ୍ତନ ଦେଖାଦେବ। ୨୨ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

heat wave
ଜଳୁଛି ପଶ୍ଚିମ ଓଡ଼ିଶା

ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି। କାଲିଠୁ ଆଜି ଅଧିକ ଉତ୍ତପ୍ତ। ଦିନ ସାଢ଼େ ୧୧ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୩୭.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Weather
Heatwave: ହୋଲିରେ ଅଗ୍ନିବର୍ଷା; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ ଓ ଜଗତସିଂହପୁରରେ ଗରମ ଓ ଗୁଳୁଗୁଳି ଏବଂ ମାଲକାନଗିରିରେ ରାତି ତାପମାତ୍ରା ଅଧିକ ରହିପାରେ। ଆସନ୍ତା ୧୮ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Weather
Heat Wave: ଜଳିବ ପଶ୍ଚିମ ଓଡ଼ିଶା; ୪ଦିନ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ

ହୋଲିରେ ବି ଅନୁଭବ ହେବ ଟାଇଁ ଟାଇଁ ଖରା। ୧୩ରୁ ୧୬ ତାରିଖ ୪ ଦିନ ପାଇଁ ୟେଲୋ ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ବଲାଙ୍ଗିର,ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡା ସହ ଆଭ୍ୟନ୍ତରୀଣ ଓଡ଼ିଶାର ୪ ଜିଲ୍ଲା ପାଇଁ ୟେଲୋ ସତର୍କତା ଜାରି କରିଛି ବିଭାଗ।