୧ ତାରିଖ ବେଳକୁ ବାତ୍ୟାର ରୂପ ନେବା ସମ୍ଭାବନା । ଦିଗ, ଗତି ଓ ପ୍ରଭାବକୁ ନେଇ ସ୍ପଷ୍ଟ ହୋଇନି ଚିତ୍ର ।
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି
୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।
୧୭ଟି ଜିଲ୍ଲାରେ ସ୍ୱାଭାବିକ ଏବଂ ୧୧ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହୋଇଥିବା ସେ କହିଛନ୍ତି।
ଲଗାଣ ବର୍ଷା ଯୋଗୁଁ, ଭୁବନେଶ୍ୱରରେ ୨୫୯ ମିମି ବର୍ଷା ରେକର୍ଡ କରାଯାଇଛି । ଏହା ଭୁବନେଶ୍ୱରରେ ଦିନକରେ ସର୍ବାଧିକ ବର୍ଷା ରେକର୍ଡ ବୋଲି ମଧ୍ୟ କୁହାଯାଉଛି ।
ରାଜଧାନୀରେ ଆଜି ସକାଳ ସାଢ଼େ ୮ଟା ବେଳକୁ ୬୫ ପ୍ରତିଶତ ଆର୍ଦ୍ରତା ସହ ୩୫ ଡିଗ୍ରୀରେ ପହଞ୍ଚିଥିବା ପାରା ସାଢ଼େ ୧୧ଟା ବେଳକୁ ୪୧.୬ ଡିଗ୍ରୀ ପହଞ୍ଚିଯାଇଥିଲା।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ ।
ପୂର୍ବ ବର୍ଷର ତଥ୍ୟକୁ ଦେଖିଲେ ଗତ ବର୍ଷ ଫେବୃଆରୀ ତାପମାତ୍ରା ୩୦ ଡିଗ୍ରୀରୁ କମ୍ ରହିଥିଲା, ହେଲେ ଏଥର...
ଆହୁରି ୨ ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଇଏମଡି।
କନ୍ଧମାଳ ଜିଲ୍ଲାରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ଛୋଟ ପିଲାଠାରୁ ବୟସ୍କ ଲୋକେ ଶୀତରୁ ନିସ୍ତାର ପାଇବା ଲାଗି ନିଆଁ ଜାଳି ବସୁଥିବା ଦେଖିବାକୁ ମିଳିଛି ।
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା। ବାତ୍ୟା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।
ପଶ୍ଚିମବଙ୍ଗ-ବାଂଲାଦେଶ ଉପରେ ଏହାର ସର୍ବାଧିକ ପ୍ରଭାବ ରହିବ । ତେବେ ବାତ୍ୟାର ତୀବ୍ରତା କେତେ ରହିବ ବର୍ତ୍ତମାନ ଯାଏଁ ଆକଳନ କରାଯାଇନାହିଁ ।
ଆସୁଛି ଲଘୁଚାପ, ବଢ଼ୁଛି ବର୍ଷା ଭୟ । ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ
ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆଜିଠୁ ଆରମ୍ଭ ହୋଇଥିବା ବର୍ଷା ୨୦ ତାରିଖ ବେଳକୁ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
୨୦ ବେଳକୁ ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ । ୨୦ ଓ ୨୧ରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।
ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲା ଲାଗି ସତର୍କତା ଜାରି କରାଯାଇଛି ।
ପଟାଙ୍ଗିରୁ ସମ୍ବାଇ ଦେଇ ଆରୁକୁ ଗାଡି ଚଳାଚଳ ଠପ୍ । ପାହାଡି ନଦୀରେ ବନ୍ୟାପାଣି ଆସିବାରୁ ଧୋଇଗଲା ଅସ୍ଥାୟୀ ବ୍ରିଜ୍ ।
ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବ, କାଲିଠୁ କମିଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।