୨୦ ବେଳକୁ ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ । ୨୦ ଓ ୨୧ରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।
ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲା ଲାଗି ସତର୍କତା ଜାରି କରାଯାଇଛି ।
ପଟାଙ୍ଗିରୁ ସମ୍ବାଇ ଦେଇ ଆରୁକୁ ଗାଡି ଚଳାଚଳ ଠପ୍ । ପାହାଡି ନଦୀରେ ବନ୍ୟାପାଣି ଆସିବାରୁ ଧୋଇଗଲା ଅସ୍ଥାୟୀ ବ୍ରିଜ୍ ।
ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବ, କାଲିଠୁ କମିଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ସମ୍ପୂର୍ଣ୍ଣ ପରିସ୍ଥିତି ଉପରେ ନଜର ରଖାଯାଇଛି, ଅଫିସରମାନେ ମଧ୍ୟ ସଜାଗ ଅଛନ୍ତି । ଏହାସହ ଆସନ୍ତା ୨୧ ତାରିଖ ସୁଦ୍ଧା ହୀରାକୁଦରେ ୬୨୨ ଫୁଟ ଯାଏଁ ପାଣି ରଖାଯାଇପାରିବ ବୋଲି ସେ କହିଛନ୍ତି । ତେବେ ୧୮ ସ୍ଥାନରେ ଦୁର୍ବଳ ଥିବା ନଦୀବନ୍ଧକୁ ମରାମତି କରାଯାଇଛି ।
ସମ୍ଭାବ୍ୟ ବର୍ଷାକୁ ଦେଖି ୧୩ରୁ ୧୫ ତାରିଖ ଯାଏଁ ସବୁ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ ।
ହୀରାକୁଦର ୨୦ଟି ଗେଟ୍ରେ ହେଉଛି ଜଳ ନିଷ୍କାସନ । ଅବିଶ୍ରାନ୍ତ ବର୍ଷାରେ ଭୂସ୍ଖଳନ, ଜଳବନ୍ଦୀ ଆଶଙ୍କା ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ।
ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟସ୍ତରୀୟ ବୈଠକ ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା ଏହି ବୈଠକ ।
କଟକ ତାପମାତ୍ରା ୩୫.୮ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱର ତାପମାତ୍ରା ୩୫.୬ ଡିଗ୍ରୀ ରହିଥିଲା ।
ବାତ୍ୟା ଅସାନୀର ଆଗମନ ପୂର୍ବରୁ ଓଡ଼ିଶା ଆକାଶରେ ପ୍ରାକ୍ ପ୍ରଭାବ । କେଉଁଠି ଆକାଶରେ ଘନକଳା ବାଦଲ ଖଣ୍ଡ ତ ଆଉ କେଉଁଠି ବର୍ଷା ।
ଅକ୍ଟୋବର ଭଳି ବାତ୍ୟାପ୍ରବଣ ମେ ମାସରେ ଦକ୍ଷିଣ-ଆଣ୍ଡାମାନ ସାଗରରେ ୪ ତାରିଖରେ ହେବାକୁ ଥିବା ଘୂର୍ଣ୍ଣିବଳୟକୁ ନେଇ ଆଶଙ୍କାରେ ରାଜ୍ୟବାସୀ ।
ବର୍ତ୍ତମାନ ସ୍ଥିତିରେ ବାତ୍ୟା ସମ୍ପର୍କରେ ବିଶେଷ ପୂର୍ବାନୁମାନ କରିନି ପାଣିପାଗ ବିଭାଗ । ସମୁଦ୍ରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଯାଇ ବାତ୍ୟା ନେଇ ପୂରା ସୂଚନା ଦିଆଯିବ ବୋଲି କୁହାଯାଇଛି ।
ପାଣିପାଗ ବିଶେଷଜ୍ଞ ଶରତ ସାହୁ ଦେଇଥିବା ସୂଚନା ଅନୁସାରେ, ୪-୫ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ୬ ତାରିଖ ବେଳକୁ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି ।
ଝାରସୁଗୁଡ଼ାରେ ତାପମାତ୍ରା ୪୩.୯ ଡିଗ୍ରୀ ଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୪୩.୮ ଡିଗ୍ରୀ ରହିଛି । ସେହିଭଳି ବାରିପଦାରେ ୪୩.୮ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ସୋନପୁରରେ ୪୩.୬ ଡିଗ୍ରୀ
କାହିଁକି ରାଜଧାନୀରେ ଏଭଳି ନିଆଁବର୍ଷା କହିଲେ ପାଣିପାଗ ବିଜ୍ଞାନୀ
ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସମ୍ଭାବନା । ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ଥିବାରୁ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୌଦ୍ଧ ଓ ସୁନ୍ଦରଗଡ଼ରେ ୪୨.୫ ଡିଗ୍ରୀ ।