• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather Forecast

Weather Forecast
ପାଣିପାଗ ବିଭାଗର ନାସ୍ତିବାଣୀ: ଏବେ ତାତିରେ ହଠାତ୍ ଲାଗିବନି ବ୍ରେକ୍ !

ଗୋଟିଏ ପଟେ ଅସହ୍ୟ ଗରମ ତ ଅନ୍ୟପଟେ ଅଘୋଷିତ ବିଦ୍ୟୁତ୍ କାଟ୍

Hot wave
ରାଜ୍ୟରେ ଜାରି ରହିବ ଖରା, ଆହୁତି ତାତିବ

ମାର୍ଚ୍ଚ ୩୦ ତାରିଖରୁ ଏପ୍ରିଲ ଦୁଇ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏଥିପାଇଁ ୮ଟି ଜିଲ୍ଲାକୁ IMD ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Heat Wave
୫ ସହରରେ ତାପମାତ୍ରା ଡେଇଁଲା ୪୦ ଡିଗ୍ରୀ

ଓଡ଼ିଶାର ଅଧିକ ସ୍ଥାନରେ ଦିନ ୧୦ଟା ପରେ ଆଉ ପଦାକୁ ବାହାରିବା ସମ୍ଭବ ହେଉନାହିଁ।

Rain Alert
୩ ଦିନ ବର୍ଷିବ !

୨୧ ତାରିଖ ବେଳକୁ ଏକ ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି।

Hot Summer
ମାର୍ଚ୍ଚରେ ତାତି ଏତେ ତ ଏପ୍ରିଲ୍-ମେ'ରେ କେତେ ?

ବସନ୍ତରେ ବର୍ଷିବ ନିଆଁ । କାଲିଠୁ ୩ଦିନ ପ୍ରଚଣ୍ଡ ଖରା ହେବ । ସ୍ୱାଭାବିକଠୁ ହଠାତ୍ ୪ରୁ ୫ଡିଗ୍ରୀ ଯାଏଁ ବଢ଼ିଯିବ ପାରଦ । ସ୍ଥାନେ ସ୍ଥାନେ ୪୦ କି ତାଠୁ ଅଧିକ ଡେଇଁପାରେ ତାପମାତ୍ରା । ୮ ଜିଲ୍ଲାକୁ ଏଥିପାଇଁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ ।

WeatherUpdate
୨୪ ଘଣ୍ଟାରେ ବଙ୍ଗୋପସାଗରେ ଲଘୁଚାପ, ବାତ୍ୟାର ରୂପ ନେବ କି?

ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ପ୍ରସଙ୍ଗରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ କହିଲେ କଣ?

rain alert
ପଶ୍ଚିମା ଝଡ଼ ପ୍ରଭାବରେ ଫେବ୍ରୁଆରୀ ୩ରୁ ବର୍ଷା !

ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ୧୦ ଡିଗ୍ରୀ ତଳେ ରହିଛି ୧୦ ସହର।

Cold wave in Odisha
ରାଜ୍ୟରେ ପୁଣି ବଢ଼ିବ ଶୀତ, ୧୦ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଫୁଲବାଣୀ ଓ କେନ୍ଦୁଝରରେ ୮ ଡିଗ୍ରୀ, ସୋନପୁର, ଝାରସୁଗୁଡା, ବୌଦ୍ଧ ଓ ଭବାନୀପାଟଣାରେ ୯ ଡିଗ୍ରୀ, ଅନୁଗୁଳରେ ୯.୬ ଡିଗ୍ରୀ, କୋରାପୁଟ ଓ ନୟାଗଡ଼ରେ ୧୦ ଡିଗ୍ରୀ ରେକର୍ଡ କରାଯାଇଛି ।

cold wave
କାଲିଠୁ ରାଜ୍ୟରେ ବଢିବ ଶୀତ, ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ

 ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ।

Foggy weather
ସତର୍କ ରୁହ ! ୮ ଜିଲ୍ଲାକୁ ମାଡ଼ି ଆସୁଛି ଘନକୁହୁଡ଼ି

ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ।

dense fog
୪ ଦିନ ଭିଜିବ ଓଡ଼ିଶା

୨୩ ତାରିଖରେ ବର୍ଷାର ପରିମାଣ ଅଧିକ ବଢ଼ିପାରେ।

Rainfall Alert
ପୁଣି ଆସୁଛି ବର୍ଷା ! ୯ ଜିଲ୍ଲାରେ ବର୍ଷିବ

୨୧, ୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

Rain
ଶୀତରୁ ନାହିଁ ଆଶ୍ୱସ୍ତି, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Cold wave in Odisha
ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ଶୀତ

ଆସନ୍ତାକାଲିଠୁ ଶୁଖିଲା ପାଗ ଥିବା ବେଳେ କୁହୁଡ଼ି ବଢ଼ିବ। କାଲି ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ରହିପାରେ।

Rainfall Alert
୧୬ ଯାଏଁ ବର୍ଷିବ ! ଘଡ଼ଘଡ଼ି ସହ କୁଆପଥର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।

Heavy Rainfall Alert
ବର୍ଷାରେ ଭିଜୁଛି ମଣ୍ଡିରେ ପଡ଼ିଥିବା ସାଇତା ଧାନ

ଲରଙ୍କୁ ଅପେକ୍ଷା ଭିତରେ ବର୍ଷାରେ ଭିଜି ଗଜା ଧରିରାଣି ସାଇତା ଧାନ। ଏହା ସତ୍ତ୍ୱେ ଏଯାଏଁ ମିଲର୍ସଙ୍କ ଦେଖାନଥିବା ଅଭିଯୋଗ କରିଛନ୍ତି ଚାଷୀ।

Odisha Weather
ସରିନି ଅଦିନିଆ ବର୍ଷା, ଆହୁରି ୨ ଦିନ ବର୍ଷିବ ! କୁଆପଥର ବି ମାଡ଼ ହେବ

ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

RAIN THREAT  in Odisha
୪ ଦିନ ଧରି ଭିଜିବ ୧୧ ଜିଲ୍ଲା !

ଶୀତ ଦିନରେ ଅଦିନିଆ ବର୍ଷା ଆଶଙ୍କା। ଠିକ୍ ଅମଳ ସମୟରେ ଆସୁଥିବା ଏହି ବର୍ଷା ଆସନ୍ତାକାଲିଠୁ ୪ ଦିନ ଧରି ପ୍ରାୟ ୧୧ ଜିଲ୍ଲାକୁ ଭିଜାଇବ। ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। 

Heavy Rainfall alert
୪ ଦିନ ପାଇଁ ଭିଜିବ ଅଧା ଓଡ଼ିଶା !

୧୧ ଓ ୧୨ରେ ୭ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

rain-Google-weather-forecasting-machine-learning
ରାଜ୍ୟରେ ଶୀତ କମୁଛି ବର୍ଷା ମାଡ଼ି ଆସୁଛି, ପୁଣି ଚାଷୀ ମୁଣ୍ଡରେ ଚଡ଼କ

୧୧ ଓ ୧୨ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏହି ଦୁଇ ଦିନ ପାଇଁ ଆଭ୍ୟନ୍ତରୀଣ ଓଡିଶା ସହ ଉପକୂଳବର୍ତ୍ତୀ କିଛି ଜିଲ୍ଲା ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Rain
ସ୍ୱଳ୍ପ ଅନ୍ତର ପରେ ପୁଣି ଚାଷୀ ମୁଣ୍ଡରେ ବର୍ଷା ଚଡ଼କ, କ’ଣ କରିବେ ବୁଦ୍ଧି-ବାଟ ଦିଶୁନି

ଆସନ୍ତାକାଲି କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରେ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Weather forecast today
ରାଜ୍ୟରେ ପୁଣି ବର୍ଷା, ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ୯ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଥିବା ବେଳେ ୧୦ରେ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।

weather
ପ୍ରବଳ ବର୍ଷିବ ! ୮ ଜିଲ୍ଲାକୁ ସତର୍କ ଘଣ୍ଟି

ଆସନ୍ତାକାଲି ଘନ କୁହୁଡ଼ି ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ ଜିଲ୍ଲାକୁ ସତର୍କ କରାଯାଇଛି ।

Foggy weather
ଘନ କୁହୁଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।