ଗୋଟିଏ ପଟେ ଅସହ୍ୟ ଗରମ ତ ଅନ୍ୟପଟେ ଅଘୋଷିତ ବିଦ୍ୟୁତ୍ କାଟ୍
ମାର୍ଚ୍ଚ ୩୦ ତାରିଖରୁ ଏପ୍ରିଲ ଦୁଇ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏଥିପାଇଁ ୮ଟି ଜିଲ୍ଲାକୁ IMD ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଓଡ଼ିଶାର ଅଧିକ ସ୍ଥାନରେ ଦିନ ୧୦ଟା ପରେ ଆଉ ପଦାକୁ ବାହାରିବା ସମ୍ଭବ ହେଉନାହିଁ।
ବସନ୍ତରେ ବର୍ଷିବ ନିଆଁ । କାଲିଠୁ ୩ଦିନ ପ୍ରଚଣ୍ଡ ଖରା ହେବ । ସ୍ୱାଭାବିକଠୁ ହଠାତ୍ ୪ରୁ ୫ଡିଗ୍ରୀ ଯାଏଁ ବଢ଼ିଯିବ ପାରଦ । ସ୍ଥାନେ ସ୍ଥାନେ ୪୦ କି ତାଠୁ ଅଧିକ ଡେଇଁପାରେ ତାପମାତ୍ରା । ୮ ଜିଲ୍ଲାକୁ ଏଥିପାଇଁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ ।
ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ପ୍ରସଙ୍ଗରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ କହିଲେ କଣ?
ଫୁଲବାଣୀ ଓ କେନ୍ଦୁଝରରେ ୮ ଡିଗ୍ରୀ, ସୋନପୁର, ଝାରସୁଗୁଡା, ବୌଦ୍ଧ ଓ ଭବାନୀପାଟଣାରେ ୯ ଡିଗ୍ରୀ, ଅନୁଗୁଳରେ ୯.୬ ଡିଗ୍ରୀ, କୋରାପୁଟ ଓ ନୟାଗଡ଼ରେ ୧୦ ଡିଗ୍ରୀ ରେକର୍ଡ କରାଯାଇଛି ।
ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ।
ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ।
୨୧, ୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲିଠୁ ଶୁଖିଲା ପାଗ ଥିବା ବେଳେ କୁହୁଡ଼ି ବଢ଼ିବ। କାଲି ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ରହିପାରେ।
୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।
ଲରଙ୍କୁ ଅପେକ୍ଷା ଭିତରେ ବର୍ଷାରେ ଭିଜି ଗଜା ଧରିରାଣି ସାଇତା ଧାନ। ଏହା ସତ୍ତ୍ୱେ ଏଯାଏଁ ମିଲର୍ସଙ୍କ ଦେଖାନଥିବା ଅଭିଯୋଗ କରିଛନ୍ତି ଚାଷୀ।
ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଶୀତ ଦିନରେ ଅଦିନିଆ ବର୍ଷା ଆଶଙ୍କା। ଠିକ୍ ଅମଳ ସମୟରେ ଆସୁଥିବା ଏହି ବର୍ଷା ଆସନ୍ତାକାଲିଠୁ ୪ ଦିନ ଧରି ପ୍ରାୟ ୧୧ ଜିଲ୍ଲାକୁ ଭିଜାଇବ। ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
୧୧ ଓ ୧୨ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏହି ଦୁଇ ଦିନ ପାଇଁ ଆଭ୍ୟନ୍ତରୀଣ ଓଡିଶା ସହ ଉପକୂଳବର୍ତ୍ତୀ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରେ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ୯ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଥିବା ବେଳେ ୧୦ରେ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।
ଆସନ୍ତାକାଲି ଘନ କୁହୁଡ଼ି ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ ଜିଲ୍ଲାକୁ ସତର୍କ କରାଯାଇଛି ।
ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।