• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather In Odisha

Sudden Change Of Weather
Sudden Change Of Weather: ଲୁଚକାଳି ଖେଳୁଛି ଶୀତ; ଉପରମୁହାଁ ହେଉଛି ପାରଦ...

ଯେତେବେଳେ ଜାଡ଼, ହାଡ଼ ଭାଙ୍ଗିବା କଥା ସେତେବେଳେ ଖରା କାଟୁଛି। ପୌଷ ସରିବାକୁ ବସିଲାଣି, କିନ୍ତୁ କମ୍ବଳର ବିଶେଷ ଆବଶ୍ୟକତା ପଡୁନି। ଲୁଚକାଳି ଖେଳୁଛି ଶୀତ।

Monsoon
କାଲିଠୁ ବଦଳିବ ପାଗ; ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଆସନ୍ତାକାଲି ଠାରୁ ବଦଳିବାକୁ ଯାଉଛି ରାଜ୍ୟ ପାଣିପାଗ ।

Heat wave
ଏଥର ରେକର୍ଡ ଭାଙ୍ଗିବ ଭୁବନେଶ୍ୱର ତାତି !

ଦିନର ତାପମାତ୍ରା ବଢୁଥିବା ବେଳେ ଗାଏବ ହେବାକୁ ବସିଲାଣି ଶୀତ

day temperature increased in February
ଫେବ୍ରୁଆରୀରୁ କଲବଲ କରିବ ଖରା, ବଢିବ ଦିନ ତାପମାତ୍ରା

ପୂର୍ବ ବର୍ଷର ତଥ୍ୟକୁ ଦେଖିଲେ ଗତ ବର୍ଷ ଫେବୃଆରୀ ତାପମାତ୍ରା ୩୦ ଡିଗ୍ରୀରୁ କମ୍ ରହିଥିଲା, ହେଲେ ଏଥର...

Heavy Rain
ଆଜିଠୁ ବର୍ଷା ! ଶୀତ କମିଛି ଏବେ ବର୍ଷା ପାଳି..

ସେହିଭଳି ଘନ କୁହୁଡ଼ି ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Weather News
ରାଜ୍ୟରେ କଲବଲ କରୁଛି ଘନ କୁହୁ଼ଡି, ଉତ୍ତର ଓଡ଼ିଶାର ୧୦ ଜିଲ୍ଲାକୁ ବର୍ଷା ଓ୍ୱାର୍ଣ୍ଣିଂ

ହାଡଭଙ୍ଗା ଜାଡ଼ରେ ଥରୁଛି ଉତ୍ତର ଭାରତ । ଅଗାମୀ ୩ ଦିନ ପାଇଁ ସତର୍କ କଲା IMD ।

Delhi to shiver under intense cold wave from Monday
ଦିଲ୍ଲୀକୁ ଘାଇଲା କରିବ ଅସମ୍ଭାଳ ଜାଡ଼, ୩ ଡିଗ୍ରୀକୁ ଖସିବ ପାରଦ !

ଜାଡ଼ ପରେ ଏବେ ଓଡ଼ିଶାକୁ କଲବଲ କରୁଛି ଘନକୁହୁଡ଼ି।

Cold wave
ଥରୁଛି କନ୍ଧମାଳ, ସାରା ରାଜ୍ୟରେ ପ୍ରବଳ ଜାଡ଼

କନ୍ଧମାଳ ଜିଲ୍ଲାରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ଛୋଟ ପିଲାଠାରୁ ବୟସ୍କ ଲୋକେ ଶୀତରୁ ନିସ୍ତାର ପାଇବା ଲାଗି ନିଆଁ ଜାଳି ବସୁଥିବା ଦେଖିବାକୁ ମିଳିଛି ।

Cold Wave In Odisha
କମୁଛି ପାରଦ ବଢୁଛି ଶୀତ, ସକାଳୁ ସକାଳୁ ଜୋର୍ ଜାଡ଼

ଗାଡି ଚଳାଚଳ ସହ ଜନଜୀବନ ଉପରେ ପ୍ରଭାବ ପଡୁଛି ।

Rain Forecast During Durga Puja
ପୂଜା ମଉଜକୁ ଫିକା କରିବ ବର୍ଷା ! କାଲିଠୁ ଅଷ୍ଟମୀ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨ ତାରିଖରୁ ଅର୍ଥାତ୍‌ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Heavy Rainfall Likely In 12 Districts Of Odisha
ପାଣିପାଗ ବିଭାଗର ୱାର୍ଣ୍ଣିଂ- କାଲି ୧୨ ଜିଲ୍ଲାରେ ବର୍ଷିବ !

ଆସନ୍ତାକାଲି ୧୨ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

IMD predicts heavy rainfall in 8 Odisha districts
ସ୍ଥଳଭାଗ ମୁହାଁ ଲଘୁଚାପ ! ଆସନ୍ତାକାଲି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Low Pressure over Bay of Bengal
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ

ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି।

Heavy Rainfall Alert In Odisha
ଆଜିଠୁ ପ୍ରବଳ ବର୍ଷିବ ! ୧୪ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ

ଆଜି ଆହୁରି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି।  ଏନେଇ ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Heavy Rain
ପୁଣି ବର୍ଷା ! ୯ ଜିଲ୍ଲାକୁ ସତର୍କ ଘଣ୍ଟି, ୨୦ରୁ ଲଘୁଚାପ

୨୦ ବେଳକୁ ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ । ୨୦ ଓ ୨୧ରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।

Heavy To Very Heavy Rainfall In Various Districts Of Odisha
ଆସୁଛି ଲଘୁଚାପ ! ୨୦ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୧୮ ଏବଂ ୧୯ ତାରିରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେ.ମି.) ହେବାକୁ ଥିବାବେଳେ ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେ.ମି.) ହୋଇପାରେ।

Heavy Rainfall Likely In 12 Districts Of Odisha
ପୁଣି ଆସୁଛି ଲଘୁଚାପ ! ୧୯ରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ପୁଣି ଆସୁଛି ଲଘୁଚାପ ! ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Today Rainfall Likely In 11 Districts Of Odisha
ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- ଆଜି ୧୧ ଜିଲ୍ଲାରେ ବର୍ଷିବ !

ଆଜି ବର୍ଷା ସମ୍ଭାବନା ନେଇ ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି ହୋଇଛି। 

Today Heavy Rainfall Alert For 8 Districts Of Odisha
ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୧୮ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।

Weather Forecast
ଅବପାତରେ ପରିଣତ ହେବ ଲଘୁଚାପ;୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲା ଲାଗି ସତର୍କତା ଜାରି କରାଯାଇଛି ।

Well-marked low pressure to concentrate into a depression
୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ ଲଘୁଚାପ, କାଲି ସକାଳ ସୁଦ୍ଧା ଉପକୂଳ ଛୁଇଁବା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପ ଅବପାତରେ ପରିଣତ ହୋଇପାରେ। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହୋଇ ଏହା ଉପକୂଳ ଛୁଇଁବା ସମ୍ଭାବନା।

Bridge
ପ୍ରବଳ ବର୍ଷାରେ ଧୋଇଗଲା ଅସ୍ଥାୟୀ ବ୍ରିଜ୍, ସ୍କୁଲରୁ ଫେରିପାରୁ ନାହାନ୍ତି ଛାତ୍ରଛାତ୍ରୀ

ପଟାଙ୍ଗିରୁ ସମ୍ବାଇ ଦେଇ ଆରୁକୁ ଗାଡି ଚଳାଚଳ ଠପ୍ । ପାହାଡି ନଦୀରେ ବନ୍ୟାପାଣି ଆସିବାରୁ ଧୋଇଗଲା ଅସ୍ଥାୟୀ ବ୍ରିଜ୍ ।

Rainfall Likely In Odisha From Today
ଲଘୁଚାପ ପ୍ରଭାବରେ ଆଜିଠୁ ପୁଣି ବର୍ଷା, ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Heavy Rainfall Likely In 14 Districts Of Odisha
୧୪ ଜିଲ୍ଲାରେ ପ୍ରବଳ ବର୍ଷିବ ! ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। 

Very To Very Heavy Rainfall Likely In Various Districts Odisha
ପାଣିପାଗ ବିଭାଗର ଓ୍ୱାର୍ଣ୍ଣିଂ- ୧୦,୧୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ !

ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।