• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather In Odisha

Heavy Rainfall Likely In Odisha
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା  ଲାଗି ରହିବ। ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Rain Likely In Odisha In Next 5 Days
ଆହୁରି ୫ ଦିନ ବର୍ଷିବ ! ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସନ୍ତା ୪ ରୁ ୫ ଦିନ ଧରି ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Low Pressure Area Formed
ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି, ଆହୁରି ବର୍ଷିବ !

ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।  

Low Pressure Area Formed
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ବର୍ଷା ସମ୍ଭାବନା...

ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। 

Heavy To Very Heavy Rainfall Likely In Odisha
୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୪ ଦିନ ଯାଏ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Today Heavy Rainfall Likely In 7 Districts Of Odisha
ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Heavy Rainfall In Next 5 Days In Odisha
ପାଣିପାଗ ବିଭାଗର ସତର୍କ ସୂଚନା- ୫ ଦିନ ପ୍ରବଳ ବର୍ଷିବ !

ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Rainfall Likely In Next Two Days
୨ ଦିନ ପ୍ରବଳ ବର୍ଷିବ ! ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ। ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟ ଆଜି ବର୍ଷା ସମ୍ଭାବନା ରହିଛି।

Rainfall Alert
ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ !

୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Rainfall Alert Likely In 19 Districts Of Odisha
ସତର୍କ ସୂଚନା- ଆଜି ୧୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା !

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Heavy Rainfall Alert Likely In 13 Districts
ଆଜି ୧୩ ଜିଲ୍ଲାରେ ପ୍ରବଳ ବର୍ଷିବ ! ସତର୍କ କଲା ପାଣିପାଗ ବିଭାଗ

ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Heavy Rainfall Alert
ପାଣିପାଗ ବିଭାଗର ସତର୍କ ସୂଚନା- ୫ ଦିନ ପ୍ରବଳ ବର୍ଷିବ !

ଆସନ୍ତା ୫ ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ।  ପ୍ରାକ୍ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହା ପ୍ରଭାବରେ ବର୍ଷା ଲାଗି ରହିବ।

Pramila Mallik
ସମ୍ଭାବ୍ୟ ବାତ୍ୟା-ବନ୍ୟା ମୁକାବିଲା ପାଇଁ ପିଇବା ପାଣି-ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ

ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟସ୍ତରୀୟ ବୈଠକ ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା ଏହି ବୈଠକ । 

Lightening
ଆସନ୍ତା ୨ ଦିନ ବର୍ଷା, ଘଡ଼ଘଡ଼ି

୧୩ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ, ଅରେଞ୍ଜ ଓ୍ୱାର୍ଣ୍ଣିଂ।

Cyclone
ସ୍ଥଳ ଭାଗ ଛୁଇଁବନି ହେଲେ ଉତ୍ପାତ କରିବ ବାତ୍ୟା, ଉପକୂଳରେ ବର୍ଷିବ !

ବାତ୍ୟା ଅସାନୀର ଆଗମନ ପୂର୍ବରୁ ଓଡ଼ିଶା ଆକାଶରେ ପ୍ରାକ୍ ପ୍ରଭାବ । କେଉଁଠି ଆକାଶରେ ଘନକଳା ବାଦଲ ଖଣ୍ଡ ତ ଆଉ କେଉଁଠି ବର୍ଷା ।

Odisha is worried about the storm
ଦକ୍ଷିଣ-ଆଣ୍ଡାମାନରେ ୪ରେ ହେବାକୁ ଥିବା ଘୂର୍ଣ୍ଣିବଳୟକୁ ନେଇ ଆଶଙ୍କାରେ ରାଜ୍ୟବାସୀ

ଅକ୍ଟୋବର ଭଳି ବାତ୍ୟାପ୍ରବଣ ମେ ମାସରେ ଦକ୍ଷିଣ-ଆଣ୍ଡାମାନ ସାଗରରେ ୪ ତାରିଖରେ ହେବାକୁ ଥିବା ଘୂର୍ଣ୍ଣିବଳୟକୁ ନେଇ ଆଶଙ୍କାରେ ରାଜ୍ୟବାସୀ ।

Heat Wave In Bhubaneswar
ଭୁବନେଶ୍ୱରରେ ପ୍ରାଣ ଛାଡ଼ିଯିବା ପରି ସ୍ଥିତି କାହିଁକି ?

କାହିଁକି ରାଜଧାନୀରେ ଏଭଳି ନିଆଁବର୍ଷା କହିଲେ ପାଣିପାଗ ବିଜ୍ଞାନୀ

Heat Wave
୨୭ ଯାଏ ଅଗ୍ନି ବର୍ଷା !

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ।

Heat Wave Conditions in Bhubaneswar
ତାତିରେ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ମଧ୍ୟପ୍ରଦେଶ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

SRCଙ୍କ ପକ୍ଷରୁ ୧୫ ଜିଲ୍ଲାକୁ ଆଲର୍ଟ କରାଯାଇଛି
ଅଧା ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ !

ବିଭିନ୍ନ ଜିଲ୍ଲାରେ ତାପମାତ୍ରାରେ ୩ରୁ ୪ଡ଼ିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି।

Weather Update
ସୀମାବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ, ଓଡ଼ିଶାରେ ୧୨ ଜିଲ୍ଲାକୁ ଝଡ଼ବର୍ଷା ୱାର୍ଣ୍ଣିଂ

ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସମ୍ଭାବନା । ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ଥିବାରୁ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Hot Wave
ତାପମାତ୍ରାରେ ରେକର୍ଡ କଲା ସୋନପୁର, ସବୁଠୁ ଉତ୍ତପ୍ତ ସହର

ଏବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରାରେ ସୋନପୁରର ରେକର୍ଡ । 

Weather Forecast
ପାଣିପାଗ ବିଭାଗର ନାସ୍ତିବାଣୀ: ଏବେ ତାତିରେ ହଠାତ୍ ଲାଗିବନି ବ୍ରେକ୍ !

ଗୋଟିଏ ପଟେ ଅସହ୍ୟ ଗରମ ତ ଅନ୍ୟପଟେ ଅଘୋଷିତ ବିଦ୍ୟୁତ୍ କାଟ୍

Heat Wave
୫ ସହରରେ ତାପମାତ୍ରା ଡେଇଁଲା ୪୦ ଡିଗ୍ରୀ

ଓଡ଼ିଶାର ଅଧିକ ସ୍ଥାନରେ ଦିନ ୧୦ଟା ପରେ ଆଉ ପଦାକୁ ବାହାରିବା ସମ୍ଭବ ହେଉନାହିଁ।