ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ କାଳବୈଶାଖୀର ତାଣ୍ଡବ । ପ୍ରବଳ ବର୍ଷା ଓ ପବନ ଯୋଗୁ ଉପୁଡ଼ିଲା ଗଛ, ଭାଙ୍ଗିଲା ଘର । ଝଡ଼ ବର୍ଷା ଯୋଗୁ ଅନେକ ଜମିରେ ଫସଲ ନଷ୍ଟ ।
ଜୁନରୁ ସେପ୍ଟେମ୍ବର ମଧ୍ୟରେ ବର୍ଷାର ପରିମାଣ ସ୍ୱାଭାବିକ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ଦିନ ଗୋଟାଏ ଯାଏଁ ସହି ହେଉନଥିଲା ଗରମ । କିନ୍ତୁ ଗୋଟାଏ ପରେ ହଠାତ କାଳବୈଶାଖୀ ପ୍ରଭାବରେ ସମ୍ପୂର୍ଣ୍ଣ ବଦଳିଗଲା ପାଣିପାଗ । ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ଆଜି ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାତିରେ ବ୍ରେକ୍ ଲଗାଇଛି କାଳବୈଶାଖୀ ବର୍ଷା ।
୧୬ ତାରିଖରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗରରୁ ବାୟୁପ୍ରବାହ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ସମେତ ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ ।
ଆହୁରି ୨ ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଇଏମଡି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।
ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ ଡିଗ୍ରୀକୁ ଖସିଥିବା ବେଳେ ଫୁଲବାଣୀରେ ୧୩.୫ ଡିଗ୍ରୀ, ଭବାନୀପାଟଣାରେ ୧୪.୪ ଡିଗ୍ରୀ ଓ ଚିପିଲିମା ୧୪.୬ ଡିଗ୍ରୀକୁ ଖସିଛି ରାତି ତାପମାତ୍ରା ।
ଓଡ଼ିଶାକୁ ନଛୁଇଁ ଉପକୂଳର କିଛି ଦୂରରୁ ବଙ୍ଗ ଯିବ ବାତ୍ୟା । ପାଣିପାଗ ବିଭାଗର ସୂଚନା, ରାଜ୍ୟରେ ପବନ କମ୍, ଅଧିକ ବର୍ଷା
ଭୁବନେଶ୍ୱର, କଟକ ସମେତ ଉପକୂଳରେ ଜୀବନଯାତ୍ରା ଅସ୍ତବ୍ୟସ୍ତ । ଆହୁରି ୩ ଦିନ ଯାଏଁ ୧୦ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ ।
ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆଜିଠୁ ଆରମ୍ଭ ହୋଇଥିବା ବର୍ଷା ୨୦ ତାରିଖ ବେଳକୁ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ବାଙ୍କିରୁ ଆଠଗଡ଼, କୋଣାର୍କରୁ ପାରାଦୀପ । ସବୁ ଅଞ୍ଚଳରେ ଏବେ ବି ମହାନଦୀର ଶାଖାନଦୀ ଗୁଡ଼ିକର ବଢ଼ି ପାଣି କମୁନଥିବାରୁ ବିପନ୍ନଙ୍କ ପିଛା ଛାଡୁନି ଦୁର୍ଦ୍ଦଶା ।
ରାଜ୍ୟରେ ଦୁଇ ଦୁଇଟି ବନ୍ୟା ପାଇଁ ଦାୟୀ କିଏ ? ମହାନଦୀ ବନ୍ୟା ପାଇଁ ଛତିଶଗଡ଼, ସୁବର୍ଣ୍ଣରେଖା ବନ୍ୟା ପାଇଁ ଝାଡ଼ଖଣ୍ଡ ଦାୟୀ କି ? ନା ନିଜ ଦୋଷ ଲୁଚାଇବାକୁ ଅନ୍ୟ ରାଜ୍ୟ ମୁଣ୍ଡରେ ଅଠା ବୋଳୁଛି ଓଡ଼ିଶା ?
ହୀରାକୁଦର ୨୦ଟି ଗେଟ୍ରେ ହେଉଛି ଜଳ ନିଷ୍କାସନ । ଅବିଶ୍ରାନ୍ତ ବର୍ଷାରେ ଭୂସ୍ଖଳନ, ଜଳବନ୍ଦୀ ଆଶଙ୍କା ।
ମାଲକାନଗିରି-ନବରଙ୍ଗପୁର-ଗଜପତିର ବହୁ ଗାଁ ଜଳବନ୍ଦୀ, ଯୋଗାଯୋଗ ଠପ୍ । ଅବପାତରେ ପରିଣତ ହେଲା ଲଘୁଚାପ ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ।
ବର୍ଷା ଯୋଗୁଁ ବାଧାପ୍ରାପ୍ତ ହେଲା ସାଧାରଣ ଜନଜୀବନ । ୨୪ ଘଣ୍ଟା ପାଇଁ ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ।
ଆସନ୍ତା କିଛି ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ । ଏବେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ତେଣୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।
ପାଣିପାଗ ବିଭାଗର ସୂଚନା ଅଧିକାଂଶ ଜିଲ୍ଲା ଛୁଇଁବାକୁ ଆହୁରି ୨/୩ ଦିନ । ଜୁନ୍ରେ ଏଯାଏଁ ୬୪ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ।
କଟକ ତାପମାତ୍ରା ୩୫.୮ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱର ତାପମାତ୍ରା ୩୫.୬ ଡିଗ୍ରୀ ରହିଥିଲା ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ।
୧୩ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ
୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି ।