• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Weather News

Cold Wave
ବାପ୍‌ରେ ବାପ୍‌ କି ଶୀତ ! ୮ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା...

ଆଗାମୀ ୪ରୁ ୫ ଦିନ ଯାଏଁ ମଧ୍ୟ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Cold Wave
ପ୍ରବଳ ଶୀତ ! କୋରାପୁଟ-ସୁନ୍ଦରଗଡ଼ରେ ଘରୁ ବାହାରିଲେ ଦେହ ଥରୁଛି...

ସପ୍ତାହ ହେଲାଣି ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ଜାଡ ଅନୁଭୁତ ହେଉଛି । ସକାଳେ କୁହୁଡିର ଧଳା ଚାଦରରେ ଢାକିଂ ହୋଇଯାଉଛି ରାସ୍ତାଘାଟ । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

Weather Update
ପ୍ରବଳ ଥଣ୍ତାରେ ଅସ୍ତବ୍ୟସ୍ତ ଜନତା, ପଶୁଙ୍କ ପାଇଁ ନନ୍ଦନକାନନରେ ପ୍ରସ୍ତୁତି

ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ରେ ଅସ୍ତବ୍ୟସ୍ତ ସାଧାରଣ ଜନଜୀବନ । ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳିଛି ।

Winter
ରାଜ୍ୟରେ ବଢ଼ିଲା ଶୀତ, ୧୦ ଡିଗ୍ରୀ ତଳକୁ ଖସିଲାଣି ପାରଦ...

ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରଭାବ ଅଧିକ ରହିଛି। ଆସନ୍ତା ଦୁଇ ଦିନ ଭିତରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Weather Update
ଆକାଶରୁ ହଟିଲା ବାଦଲ, ରାଜ୍ୟରେ ବଢିଲା ଶୀତ

ତଳକୁ ଖସିଛି ରାତି ବେଳର ତାପମାତ୍ରା । ଦିନେ ୨ ଦିନ ଭିତରେ ୩ରୁ ୫ ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Cyclone Michuang
୪୮ ଘଣ୍ଟାରେ ୪୦୦ରୁ ୫୦୦ ମିଲିମିଟର ବର୍ଷା ରେକର୍ଡ, ଘରେ ବାହାରେ ସବୁଠି ପାଣି

ବାତ୍ୟା ମିଗଜୋମ୍ ପ୍ରଭାବରେ ତାମିଲନାଡୁ ବି ଉବୁଟୁବୁ । ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ଅବିଶ୍ରାନ୍ତ ବର୍ଷା ଓ ଜଳପ୍ରଳୟ। ଚେନ୍ନାଇ ମହାନଗରୀର ଗଳିକନ୍ଦି, ଛକବଜାର, ଆପାର୍ଟମେଣ୍ଟଠୁ ଆରମ୍ଭ କରି ଏୟାରପୋର୍ଟ ଓ ସବୱେ।

Chennai Flood
ଚାଷୀ କାନ୍ଦିଲେଣି, ଯୁଆଡ଼େ ଦେଖିବ ସିଆଡ଼େ ପାଣି; ଘର ଦୁଆର ବୁଡ଼ିଗଲାଣି, କାର୍ ଭାସିଲାଣି !

ସ୍କୁଲ, କଲେଜ, ବ୍ୟାଙ୍କ ସହ ସବୁ ଅଫିସ ବନ୍ଦ ଥିବା ବେଳେ, ବର୍ଷା ବିତ୍ପାତରେ ୫ ଜଣଙ୍କ ଜୀବନ ଯାଇଥିବା ବି ସୂଚନା ମିଳିଛି

Chennai Flood
ସକାଳୁ ଆଖି ଖୋଲିଲା ବେଳକୁ ସମୁଦ୍ର ମଝିରେ ଆପାର୍ଟମେଣ୍ଟ !

ତାମିଲନାଡ଼ୁରେ ‘ମିଗଜୋମ’ ତାଉ, ଜନଜୀବନ ଅସ୍ତବ୍ୟସ୍ତ । ମୂଷଳ ବର୍ଷାରେ ଉବୁଟୁବୁ ଚେନ୍ନାଇ ସହର, ସମୁଦ୍ର ସମ ଦିଶୁଛି ବିମାନ ବନ୍ଦର ।

Cyclone Alert
୪ ତାରିଖଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୱାର୍ଣ୍ଣିଂ

୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି।

Heavy Rain
ଦାନା ବାନ୍ଧୁଛି ବାତ୍ୟା, ତାମିଲନାଡ଼ୁ-ଚେନ୍ନାଇରେ ପ୍ରବଳ ବର୍ଷା

ତାମିଲନାଡୁର କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି । ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ସ୍ପଷ୍ଟ ହୋଇନି ।

Cyclone Alert
ଡିସେମ୍ବରରେ ଘାରିଲା ବାତ୍ୟା ଭୟ, ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ

୧ ତାରିଖ ବେଳକୁ ବାତ୍ୟାର ରୂପ ନେବା ସମ୍ଭାବନା । ଦିଗ, ଗତି ଓ ପ୍ରଭାବକୁ ନେଇ ସ୍ପଷ୍ଟ ହୋଇନି ଚିତ୍ର ।

Winter
ରାତିରେ ଖସୁଛି ପାରଦ ! ୧୩ ଡିଗ୍ରୀକୁ ଖସିଲାଣି ଫୁଲବାଣୀ...

ପାହାଡ଼ ଅଞ୍ଚଳରେ ଅନୁଭୂତ ହେଲାଣି ଶୀତର ପ୍ରକୋପ ।

Weather Update
ଆସନ୍ତା ୧ ତାରିଖରୁ ୩ ଯାଏଁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ୩ ଦିନ ଯାଏଁ ବର୍ଷା ନେଇ ସୂଚନା ଦିଆଯାଇଛି ।

Weather Forecast
ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଦଶହରା ଓ ଭସାଣକୁ ଭିଜେଇବା ଆଶଙ୍କା

ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ....ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି...ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା...

Weather Update
ଆସୁଛି ଲଘୁଚାପ ! ପୂଜାକୁ ଭସାଇବା ନେଇ ଆଶଙ୍କା ବଢ଼ିଲା..

୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ କରାଯାଇଛି ।

IMD DG
ଓଡ଼ିଶାରେ ବାତ୍ୟା ସୂଚନା ନାହିଁ କହିଲେ IMD DG

ବାତ୍ୟା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା IMD ଜାରି କରି ନାହିଁ । ତାସହ ଲୋକଙ୍କୁ ଗୁଜବରେ ବିଶ୍ୱାସ ନକରିବାକୁ ସେ ପରାମର୍ଶ ଦେଇଛନ୍ତି ।

Heavy Rainfall Alert
ଲଘୁଚାପ ପ୍ରଭାବରେ ଟ୍ୱିନ ସିଟିରେ କାଚୁଛି ବର୍ଷା ! ଆଗକୁ ବଡ଼ ବର୍ଷା...

କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କଲା ପାଣିପାଗ ବିଭାଗ ।

Low pressure forms over Bay of Bengal
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି

Drought
ଶ୍ରାବଣରେ ତ୍ରାହି ତ୍ରାହି ଡାକୁଛି କ୍ଷେତ, ୧୧ ଜିଲ୍ଲାରେ ସ୍ଥିତି ସଂଗୀନ !

କଣ୍ଟିଜେନସି ପ୍ଲାନ କରାଯାଇଥିବା SRCଙ୍କ ସୂଚନା । ଏଥର ମରୁଡ଼ି ପରିସ୍ଥିତି ପଛରେ ଲଘୁଚାପ ଅଭାବ କହିଛି ପାଣିପାଗ ବିଭାଗ ।

Heavy Rain
ସାରା ରାଜ୍ୟରେ ହେବ ବର୍ଷା !

୧୭ଟି ଜିଲ୍ଲାରେ ସ୍ୱାଭାବିକ ଏବଂ ୧୧ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହୋଇଥିବା ସେ କହିଛନ୍ତି।

Weather News, Land Slide
ପାହାଡ଼ି ରାଜ୍ୟରେ ପ୍ରକୃତି କୋପ ! ହିମାଚଳରେ ବାଦଲଫଟା ବର୍ଷା-ବନ୍ୟା-ଭୂସ୍ଖଳନ 

ବର୍ତ୍ତମାନ ସୁଦ୍ଧା ୨୯ ଜଣଙ୍କ ହେଲାଣି ପ୍ରାଣହାନୀ । ଉତ୍ତରାଖଣ୍ଡରେ ବି ସଙ୍ଗୀନ ସ୍ଥିତି ।

Heavy rain
୧୭ ଜିଲ୍ଲାରେ ନିର୍ଧୁମ ବର୍ଷିବ ! ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ SRC

ଆଗାମୀ ଦୁଇ ଦିନ ଅଧିକରୁ ଅଧିକ ବର୍ଷା ଆଶଙ୍କା ଥିବାରୁ କେନ୍ଦୁଝର ଓ ସମ୍ୱଲପୁରରେ ଓଡ୍ରାଫ ଟିମ୍ ସହ ଭଦ୍ରକ ଓ ଯାଜପୁରରେ NDRF ଟିମ ମୁତୟନ ରହିବେ।

Rain fury
ନର୍ଦ୍ଦମା ଓ ଡ୍ରେନ୍‌ ପାଣି ସହ ଯେମିତି ରହିବାର ଅଭ୍ୟସ୍ତ ହୋଇଗଲେଣି କଟକିଆ

ଟିକିଏ ବର୍ଷା ହେଲେ ସ୍ଥିତି ପୂରା ବେହାଲ । ସିଏମସି ମାନିଲା ସମସ୍ୟା...ଲୋକେ କହିଲେଣି ଡଙ୍ଗା ବ୍ୟବସ୍ଥା କରୁ ପ୍ରଶାସନ ।

Heavy Rain In BBSR
୧୯୯୭ରେ ଶେଷ ଥର ପାଇଁ ଏମିତି ବର୍ଷା ହୋଇଥିଲା..! ଦେଖନ୍ତୁ ଭିଡିଓ

ଲଗାଣ ବର୍ଷା ଯୋଗୁଁ, ଭୁବନେଶ୍ୱରରେ ୨୫୯ ମିମି ବର୍ଷା ରେକର୍ଡ କରାଯାଇଛି । ଏହା ଭୁବନେଶ୍ୱରରେ ଦିନକରେ ସର୍ବାଧିକ ବର୍ଷା ରେକର୍ଡ ବୋଲି ମଧ୍ୟ କୁହାଯାଉଛି ।

Delhi Rain
ଦିଲ୍ଲୀରେ ପୁଣି ପ୍ରବଳ ବର୍ଷା, ଜଳବନ୍ଦୀରେ ନୋଏଡ଼ା

ଦିଲ୍ଲୀ ସହ ଏହା ପାଖରେ ଥିବା ନୋଏଡ଼ା ଏବଂ ଗାଜିଆବାଦରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ଜଳ ବନ୍ଦୀ ସମସ୍ୟା ସୃଷ୍ଟି ହୋଇଥଲା।